The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ବିଷ ପିଇ ଚାଷୀଙ୍କ ଆତ୍ମହତ୍ୟା, ଚାଷ କ୍ଷତି ହେବାରୁ ଆତ୍ମହତ୍ୟା ଅଭିଯୋଗ

Facebook
Twitter
LinkedIn

ଯାଜପୁର : ଚାଷ କ୍ଷତିରୁ ବିଷ ପିଇ ଚାଷୀଙ୍କ ଆତ୍ମହତ୍ୟା ଅଭିଯୋଗ । ଧର୍ମଶାଳା ବାଜବାଟି ଗାଁର ଚାଷୀ ନିତ୍ୟାନନ୍ଦ ପରିଡାଙ୍କ ଆତ୍ମହତ୍ୟା । ନିତ୍ୟାନନ୍ଦ ୨ଦିନ ତଳେ ବାଜବାଟି ମୌଜାରେ ଥିବା ଚାଷଜମିକୁ ଯାଇଥିଲେ। ଜମିରେ ପାଣି ନଥିବାରୁ ଧାନ ଗଛ ସବୁ ମାରି ଯାଇଥିବା ଦେଖି ଭାଙ୍ଗି ପଡ଼ିଥିଲେ।ଶନିବାର ବିଷ ପିଇଥିଲେ ଚାଷୀ । ଗତକାଲି କଟକ ଏସସିବିରେ ମୃତ୍ୟୁ ହୋଇଛି । ଧାର କରଜ କରି ନିତ୍ୟାନନ୍ଦ ୩ ଏକର ଜମିରେ ଚାଷ କରିଥିଲେ । ମାନସିକ ଭାରସାମ୍ୟ ହରାଇ ଜମିରେ ପକାଇବାକୁ ଥିବା କୀଟ ନାଶକ ପିଇ ଦେଇଥିଲେ। ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଧର୍ମଶାଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଅବସ୍ଥା ଗୁରୁତର ହେବାରୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା।ତେବେ ଗତକାଲି ରାତିରେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି।ପଥର ଖାଦାନରେ ବ୍ଲାଷ୍ଟିଂ ଯୋଗୁଁ ଚାଷ ପ୍ରଭାବିତରୁ ଆତ୍ମହତ୍ୟା କରିଥିବା ପରିବାର ଲୋକେ କହିଛନ୍ତି । ଚାଷ କ୍ଷତିରୁ ଆତ୍ମହତ୍ୟା କରିଥିବା କହିଲେ ମୃତ ନିତ୍ୟାନନ୍ଦଙ୍କ ଝିଅ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...

ADVERTISEMENT
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...

Login