ବିହାର : ବିଜେପି କଲା ପ୍ରାର୍ଥୀ ଘୋଷଣା । ବିହାର ବିଧାନସଭା ନିର୍ବାଚନ ପାଇଁ ମଙ୍ଗଳବାର ବିଜେପି ପ୍ରଥମ ପର୍ୟ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଏହି ପ୍ରଥମ ପର୍ୟ୍ୟାୟ ପ୍ରାର୍ଥୀ ଘୋଷଣାରେ ୭୧ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ବିଜେପି । ତାଲିକା ଅନୁସାରେ ୭ ଥର ବିଧାୟକ ହୋଇଥିବା ନନ୍ଦ କିଶୋର ଯାଦବଙ୍କ ଟିକେଟ କାଟିଛି ବିଜେପି । ପାଟନା ସାହିବରୁ ରତ୍ନେଶ କୁଶୱାହାଙ୍କୁ ସୁଯୋଗ ମିଳିଛି । ନନ୍ଦ କିଶୋର ଯାଦବ ବ୍ୟତୀତ ମନ୍ତ୍ରୀ ମୋତିଲାଲ ପ୍ରସାଦଙ୍କ ଟିକେଟ ମଧ୍ୟ କଟିଛି । ତେବେ ବରିଷ୍ଠ ବିଜେପି ନେତା ତଥା ଉପ-ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କୁ ତାରାପୁର ସିଟରୁ ଟିକେଟ୍ ଦେଇଛି ବିଜେପି । ସେହିପରି ରାମ କୃପାଳ ଯାଦବଙ୍କୁ ଦଳ ଦାନାପୁର ଆସନରୁ ପ୍ରାର୍ଥୀ କରିଛି । ଏଥର ବିଜେପି ଏବଂ ଜେଡିୟୁ ୧୦୧ ଟି ଲେଖାଏଁ ସିଟରେ ନିର୍ବାଚନ ଲଢିବେ ବୋଲି ଧାର୍ୟ୍ୟ ହୋଇଥିଲା । ଏହାସହ ଏଲଜେପି (ଆର୍) ୨୯ଟି ଆସନରେ ନିର୍ବାଚନ ଲଢ଼ିବ । ସେହିପରି ହାମ୍ ଏବଂ ରାଷ୍ଟ୍ରୀୟ ଲୋକ ମୋର୍ଚ୍ଚା ୬ଟି ଲେଖାଏଁ ସିଟରେ ନିର୍ବାଚନ ଲଢିବେ ।
ବିହାର ପାଇଁ ବିଜେପିର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







