The Ultimate Managed Hosting Platform
ADVERTISEMENT

ବୃଦ୍ଧାଙ୍କୁ ଦଳିଦେଲା ଦନ୍ତା

Facebook
Twitter
LinkedIn

ତେଲକୋଇ : ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧାଙ୍କ ଜୀବନ । ତେଲକୋଇ ବନାଞ୍ଚଳର ବଳଦା ଗାଁରେ ଅଘଟଣ । ବିଳମ୍ବିତ ରାତିରେ ବୃଦ୍ଧାଙ୍କୁ ଦଳିଦେଲା ଦନ୍ତା । ମୃତକ ହେଲେ କେନ୍ଦୁଝରଜିଲ୍ଲା ତେଲକୋଇ ଥାନା କାଳିଆହତା ପଞ୍ଚାୟତ ଅନ୍ତର୍ଗତ ଗଳଦା ଗ୍ରାମର ସ୍ବର୍ଗତ ଦୀନବନ୍ଧୁ ମାଝୀଙ୍କ ସ୍ତ୍ରୀ ବନିତା ମାଝୀ । ଗତକାଲି ବିଳମ୍ବିତ ରାତି ପ୍ରାୟ ସାଢେ ୧୧ଟା ବେଳେ ୯ ଟିକିଆ ହାତୀ ପଲ ଖାଦ୍ୟ ଅନ୍ୱେଷଣରେ ତାଙ୍କ ଘର ଭାଙ୍ଗି ଦେଇଛନ୍ତି। ଜୀବନ ବଞ୍ଚାଇବା ପାଇଁ ଆଈନାତୁଣୀ ପଡୋଶୀ ଘରକୁ ପ୍ରାଣ ବିକଳରେ ଧାଉଁଥିବା ବେଳେ ଘର ଠାରୁ ୧୦ ମିଟର ଦୂରରେ ହାତୀ ବନିତାଙ୍କୁ ଟାଣି ଆଣି କଚାଡ଼ି ମାରିଦେଇଥିଲା। ଅଳ୍ପକେ ନାତୁଣୀ ବର୍ତ୍ତି ଯାଇଥିଲେ। ଖବର ପାଇ ଘଟଣାସ୍ଥଳରେ ବନ ବିଭାଗ ଓ କାଳିଆହତା ଫାଣ୍ଡି ପୁଲିସ ପହଞ୍ଚି ଶବ ଉଦ୍ଧାର କରିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନୈାସେନାର ଏଫ-୩୫ ଫାଇଟର ଜେଟ ଦୁର୍ଘଟଣାଗ୍ରସ୍ତ

ନୈାସେନାର ଏଫ-୩୫ ଫାଇଟର ଜେଟ ଦୁର୍ଘଟଣାଗ୍ରସ୍ତ

ଆମେରିକା : ଆମେରିକାରେ ନୌସେନାର ଏଫ-୩୫ ଫାଇଟର ଜେଟ୍ ଦୁର୍ଘଟଣାଗ୍ରସ୍ତ । କେନ୍ଦ୍ରୀୟ କାଲିଫର୍ଣ୍ଣିଆର ନାଭାଲ ଏୟାର ଷ୍ଟେସନ ଲିମୋର ନିକଟରେ ଏହି ଦୁର୍ଘଟଣା ହୋଇଛି ।...

ADVERTISEMENT
ଆସିଲା “ସୁଭଦ୍ରା” ଦ୍ୱିତୀୟ କିସ୍ତି ଟଙ୍କା

ଜୟପୁରରୁ ସୁଭଦ୍ରା ୩ୟ କିସ୍ତି ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୯ ତାରିଖରେ ଜୟପୁରରୁ ସୁଭଦ୍ରା ତୃତୀୟ କିସ୍ତି ଅର୍ଥ ବାଣ୍ଟିବେ ମୁଖ୍ୟମନ୍ତ୍ରୀ । କୋଟିଏରୁ ଉଦ୍ଧ୍ୱର୍ ହିତାଧିକାରୀଙ୍କୁ ଏକକାଳୀନ ଯିବ ସୁଭଦ୍ରା ଅର୍ଥ ।...

Login