The Ultimate Managed Hosting Platform
ADVERTISEMENT

ବେଙ୍ଗାଲୁର ଦଳାଚକଟା ପରେ ମୁହଁ ଖୋଲିଲେ ବିରାଟ , କହିଲେ ମୁଁ ଶବ୍ଦହୀନ..

Facebook
Twitter
LinkedIn

ବେଙ୍ଗାଲୁର : ବେଙ୍ଗାଲୁର ଦଳାଚକଟା ଘଟଣାରେ ୧୧ ଜଣଙ୍କ ମୃତ୍ୟୁ ହୋଇଛି । ଏ ନେଇ ମୁହଁ ଖୋଲିଛନ୍ତି ଆରସିବି ଷ୍ଟାର ବିରାଟ କୋହଲି । ଦଳାଚକଟା ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତି ଏବଂ ଆହତ ହୋଇଥିବା ବ୍ୟକ୍ତିଙ୍କ ପାଇଁ ଇନଷ୍ଟାଗ୍ରାମରେ ଲେଖି ଦୁଃଖ ପ୍ରକାଶ କରିଛନ୍ତି କୋହଲି । ଘଟଣାକୁ ନେଇ ବିରାଟ କହିଛନ୍ତି- ମୁଁ ଶବ୍ଦହୀନ, ମୁଁ ମର୍ମାହତ… ବେଙ୍ଗାଲୁରୁ ଦଳାଚକଟା ଘଟଣା ନେଇ ଆରସିବି ତରଫରୁ କରାଯାଇଥିବା ଏକ ପୋଷ୍ଟରେ କୋହଲି କମେଣ୍ଟ ଦେଇ ନିଜର ଦୁଃଖ ପ୍ରକାଶ କରିଛନ୍ତି । ସେପଟେ ଘଟଣାକୁ ନେଇ କାନ୍ଦିଛନ୍ତି କର୍ଣ୍ଣାଟକ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର । ଦଳାଟକଟା ପରେ ପ୍ରଥମ ପ୍ରତିକ୍ରିୟା ଦେଇ ଶିବକୁମାର କାନ୍ଦିଥିବା ବେଳେ ସେ କହିଛନ୍ତି ମୋ ଆଖି ଆଗରେ ମୁଁ ୧୦ଟି ମୃତଦେହ ଦେଖିଛି । ୧୫ ବର୍ଷ ବୟସ ଭିତରେ ପିଲାଙ୍କର ଏଭଳି ମୃତ୍ୟୁକୁ କେହି ପରିବାର ସହ୍ୟ କରିପାରିବେନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନାବାଳିକାଙ୍କ ଦେହରେ ନିଆଁ ଲଗାଇଦେଲେ ଦୁର୍ବୁତ୍ତ

ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡିତାଙ୍କ ହେଲା ଅସ୍ତ୍ରୋପଚାର

ଭୁବନେଶ୍ୱର : ଦିଲ୍ଲୀ ଏମ୍ସରେ ହେଲା ବଳଙ୍ଗା ପୀଡ଼ିତାଙ୍କ ଅସ୍ତ୍ରୋପଚାର । ପୋଡ଼ିହୋଇ ଗଭୀର କ୍ଷତରେ ଅପରେସନ କରାଯାଇଛି । ଏବେ ମଧ୍ୟ ଅକ୍ସିଜେନ ସପୋର୍ଟରେ ଅଛନ୍ତି...

ADVERTISEMENT
ଆଜି ସୃଷ୍ଟି ହେବ ଲଘୁଚାପ, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଆଜି ସୃଷ୍ଟି ହେବ ଲଘୁଚାପ, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ । ଘୂର୍ଣ୍ଣିବଳୟ ଉତ୍ତର ବଙ୍ଗୋପସାଗରରେ ପ୍ରବେଶ କରିବା ସମ୍ଭାବନା । ପ୍ରଭାବରେ ଏକ ଲଘୁଚାପ...

Login