The Ultimate Managed Hosting Platform
ADVERTISEMENT

ବୈଜୟନ୍ତ ପଣ୍ଡା ପୁଣି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

Facebook
Twitter
LinkedIn

ଭୁବନେଶ୍ୱର : ଜାରି ହେଲା ବିଜେପି କେନ୍ଦ୍ରୀୟ ପଦାଧିକାରୀଙ୍କ ତାଲିକା । ୩୮ ଜଣିଆ ତାଲିକା ଜାରି କଲେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ବୈଜୟନ୍ତ ପଣ୍ଡା ପୁଣି ହେଲେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ । ତୃତୀୟଥର ପାଇଁ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ହେଲେ ବୈଜୟନ୍ତ ପଣ୍ଡା । ତାଲିକାରେ ବାନ୍ଦି ସଞ୍ଜୟ କୁମାର ଓ ରାଧାମୋହନ ଅଗ୍ରୱାଲ ହେଲେ ସାମିଲ । ଉଭୟଙ୍କୁ ରାଷ୍ଟ୍ରୀୟ ମହାମନ୍ତ୍ରୀ ଭାବେ ସାମିଲ କରାଗଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login