The Ultimate Managed Hosting Platform
ADVERTISEMENT

ବ୍ରେକଫାଷ୍ଟରେ ଓଟ୍ସ ଖାଇବାର ଫାଇଦା ଜାଣନ୍ତୁ….

Facebook
Twitter
LinkedIn

ବ୍ୟୁରୋ : ଓଟ୍ସରେ କ୍ୟାଲସିୟମ୍, ପୋଟାସିୟମ୍, ମ୍ୟାଗ୍ନେସିୟମ୍ ଏବଂ ଭିଟାମିନ୍ ଈ ଭରପୂର ରହିଥାଏ । ଯାହା ଆପଣଙ୍କ ଶରୀର ପାଇଁ ଅତ୍ୟନ୍ତ ଜରୁରୀ ହୋଇଥାଏ । ତାହେଲେ ଆସନ୍ତୁ ସକାଳର ବ୍ରେକ୍ଫାଷ୍ଟରେ ଓଟ୍ସ ଖାଇବାର ଲାଭ ସମ୍ପର୍କରେ ଜାଣିବା ।
ଯଦି ଆପଣ ପେଟ ସମ୍ବନ୍ଧୀୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ଯେପରିକି କୋଷ୍ଠକାଠିନ୍ୟ, ଗ୍ୟାସ୍, ପେଟ ଫୁଲିବା ଇତ୍ୟାଦି ତେବେ ଆପଣ ସକାଳ ବ୍ରେକ୍ଫାଷ୍ଟରେ ଓଟ୍ସ ଖାଇବା ଉଚିତ୍ । ଡାଇବେଡିସ୍ ରୋଗୀଙ୍କ ପାଇଁ ଓଟ୍ସ ଖାଇବା ଅତ୍ୟନ୍ତ ଲାଭଦାୟକ ବୋଲି ବିବେଚନା କରାଯାଏ । ଓଟ୍ସରେ ବହୁତ କମ୍ ଗ୍ଲାଇସେମିକ୍ ଇଣ୍ଡେକ୍ସ ରହିଥାଏ, ଯାହା ଆପଣଙ୍କ ବ୍ଲଡ ସୁଗାର ଲେବଲକୁ ନିୟନ୍ତ୍ରଣ କରିଥାଏ । ଓଟ୍ସ କୋଲାଜେନ୍ ଉତ୍ପାଦନ କରେ ଯାହା ସ୍କିନ୍ ପାଇଁ ଅତ୍ୟନ୍ତ ଲାଭଦାୟକ ହୋଇଥାଏ । ଏହାର ବ୍ୟବହାର କରିବା ଦ୍ୱାରା ସ୍କିନ୍ରେ କୁଣ୍ଡେଇ ହେବା, ଫୁଲିବା ଏବଂ ଘାଆ ଭଳି ସମସ୍ୟା ସୃଷ୍ଟି ହୁଏ ନାହିଁ । ଏହାକୁ ବାରମ୍ବାର ବ୍ୟବହାର କରିବା ଦ୍ୱାରା ସ୍କିନ୍ ସମ୍ଭନ୍ଧୀୟ ଅନେକ ସମସ୍ୟା ଦୂର ହୋଇପାରେ

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login