କଟକ : କଟକର ସମସ୍ତ ବିପଦସଙ୍କୁଳ କୋଠାଗୁଡିକୁ ଶୀଘ୍ର ଭଙ୍ଗାଯିବ । ବିଧାନସଭାରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ସୂଚନା । ବିପଦସଙ୍କୁଳ କୋଠା ଚିହ୍ନଟ ପାଇଁ ବିଶେଷ କମିଟି ଗଠନ ହୋଇଛି । କଟକ ମହାନଗର ନିଗମର ସବୁ ବ୍ୱାର୍ଡରେ ସର୍ଭେ କରୁଛନ୍ତି ସଦସ୍ୟ । ସର୍ଭେ ପରେ ଚିହ୍ନଟ ବିପଦସଙ୍କୁଳ କୋଠା ମାଲିକଙ୍କୁ ନୋଟିସ ଦେଇ ଭଙ୍ଗାଯିବ । କିଛିଦିନ ତଳେ କଟକରେ ଏକ ପୁରୁଣା କୋଠା ଭାଙ୍ଗି କିଛି ଲୋକଙ୍କ ମୃତ୍ୟୁ ହେବା ପରେ ଏହାକୁ ନେଇ ରାଜନୀତି ଜୋର ଧରିଥିଲା । ଏନେଇ ଏବେ ବିଭାଗୀୟ ମନ୍ତ୍ରୀ ବିଧାନସଭାରେ ଏକ ବଡ଼ ସୂଚନା ଦେଇଛନ୍ତି । ଏକ ଲିଖିତ ପ୍ରଶ୍ନର ଉତ୍ତର ଦେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି କି, କଟକରେ ଥିବା ସମସ୍ତ ବିପଦସଂକୁଳ ଚିଠା ଚିହ୍ନଟ କରାଯାଇ ଖୁବଶୀଘ୍ର ଭଙ୍ଗାଯିବ । ଏନେଇ କୋଠାଗୁଡିକୁ ଚିହ୍ନଟ କରିବାକୁ ଏକ ବିଶେଷ କମିଟିର ଗଠନ କରାଯାଇଥିବା କଥା ମଧ୍ୟ ମନ୍ତ୍ରୀ କହିଛନ୍ତି । ଏହି କମିଟି କଟକ ମହାନଗର ଅଧିନରେ ଥିବା ସମସ୍ତ ବିପଦ ସଂକୁଳ କୋଠାଗୁଡିକୁ ଚିହ୍ନଟ କରିବ। ଏବେ କମିଟିର ସଦସ୍ୟମାନେ ୱାର୍ଡରୁ ୱାର୍ଡ ବୁଲି ସର୍ଭେ କରୁଛନ୍ତି । ସର୍ଭେ କାମ ଶେଷ ହେଲେ ଚିହ୍ନଟ କରାଯାଇଥିବା କୋଠାଗୁଡିକର ମାଲିକମାନଙ୍କୁ ପ୍ରଥମେ ନୋଟିସ ଦିଆଯିବ ଓ ପରେ ଭଙ୍ଗାଯିବ।
ଭଙ୍ଗା ହେବ କଟକର ବିପଦସଙ୍କୁଳ କୋଠା
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







