The Ultimate Managed Hosting Platform
ADVERTISEMENT

ଭାଙ୍ଗିଲା ଶ୍ରୀଲଙ୍କା କ୍ରିକେଟ ବୋର୍ଡ

Facebook
Twitter
LinkedIn

ନୂଆଦିଲ୍ଲୀ : ବିଶ୍ୱକପରେ ଖରାପ ପ୍ରଦର୍ଶନ ପାଇଁ ଶ୍ରୀଲଙ୍କା କ୍ରିକେଟ ବୋର୍ଡ ଭାଙ୍ଗିଲା । ଶ୍ରୀଲଙ୍କା କ୍ରିକେଟ ବୋର୍ଡ ଭାଙ୍ଗିବା ଘୋଷଣା କଲେ କ୍ରୀଡାମନ୍ତ୍ରୀ । ଭାରତ ଠାରୁ ଲଜ୍ଜାଜନକ ପରାଜୟ ପାଇଁ ବୋର୍ଡକୁ ଭାଙ୍ଗିଦେଲେ । ଅର୍ଜୁନ ରଣଇତୁଙ୍ଗାଙ୍କ ଅଧ୍ୟକ୍ଷତାରେ ମଧ୍ୟବର୍ତ୍ତୀକାଳୀନ ବୋର୍ଡ ଗଠିତ । ମଧ୍ୟବର୍ତ୍ତୀବାଳୀନ ବୋର୍ଡରେ ଅବସରପ୍ରାପ୍ତ ସୁପ୍ରିମକୋର୍ଟ ବିଚାରପତି । ଶ୍ରୀଲଙ୍କା ଖେଳ ମନ୍ତ୍ରଣାଳୟ ଏହାର ସୂଚନା ଦେଇଛି । ଶ୍ରୀଲଙ୍କା ବିଶ୍ୱକପରେ ଏପର୍ୟ୍ୟନ୍ତ ୭ଟି ମ୍ୟାଚ ଖେଳି ୨ ମ୍ୟାଚ ଜିତିଛି । ଟିମ୍ ସେମିଫାଇନାଲରୁ ପାଖାପାଖି ବାଦ୍ ପଡିଛି । ଶ୍ରୀଲଙ୍କାକୁ ଭାରତ ୩୦୨ ରନରେ ହରାଇଥିଲା । ଏହାପରେ ଦେଶରେ ହଙ୍ଗାମା ଦେଖିବାକୁ ମିଳିଛି ।ଖେଳ ମନ୍ତ୍ରଣାଳୟ ଶ୍ରୀଲଙ୍କା କ୍ରିକେଟ୍ ବୋର୍ଡକୁ ନିଲମ୍ବିତ କରିଛି । ଶ୍ରୀଲଙ୍କାର କ୍ରୀଡ଼ା ମନ୍ତ୍ରୀ ରୋଶନ ରଣସିଂହେ କ୍ରିକେଟ୍ ବୋର୍ଡକୁ ସସପେଣ୍ଡ୍ କରି ଏକ ମଧ୍ୟବର୍ତ୍ତୀ କମିଟି ଗଠନ କରିଛନ୍ତି, ଯାହାର ଅଧ୍ୟକ୍ଷତା ୧୯୯୬ ମସିହାରେ ଶ୍ରୀଲଙ୍କାକୁ ବିଶ୍ୱ ଚାମ୍ପିଅନ୍ କରିଥିବା ଅର୍ଜୁନ ରଣତୁଙ୍ଗା କରିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login