ନୂଆଦିଲ୍ଲୀ : ଚୀନ ରାଷ୍ଟ୍ରପତି ଜିନପିଙ୍ଗଙ୍କ ସହ ପ୍ରଧାନମନ୍ତ୍ରୀ ମୋଦିଙ୍କ ଆଲୋଚନା । ଦ୍ୱିପାକ୍ଷିକ ଆଲୋଚନାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା । ଦୁଇ ଦେଶ ମଧ୍ୟରେ ସମ୍ପର୍କ ଦୃଢ ହେବ କହିଲେ ମୋଦି । ଅନେକ ପ୍ରସଙ୍ଗରେ ଦୁଇ ଦେଶ ମଧ୍ୟରେ ସହମତି ପ୍ରକାଶ ପାଇଛି । ପରସ୍ପରକୁ ସମ୍ମାନ ଓ ବିଶ୍ୱାସ ଦ୍ୱାରା ଆଗକୁ ବଢିବୁ । ସୀମା ମ୍ୟାନେଜମେଣ୍ଟ ଓ ମାନସରୋବର ଯାତ୍ରାକୁ ନେଇ ସହମତି । ସୀମାରେ ଶାନ୍ତି ଓ ସ୍ଥିରତ ଆସିଛି, ମନସରୋବର ଯାତ୍ରା ପୁଣି ଆରମ୍ଭ ହୋଇଛି । ଦୁଇ ଦେଶ ମଧ୍ୟରେ ସିଧା ବିମାନ ସେବା ଆରମ୍ଭ ହେବାକୁ ଯାଉଛି । ୨୮୦ କୋଟି ଲୋକଙ୍କ ହିତ ପରସ୍ପର ସହ ଜଡିତ । ପ୍ରଧାନମନ୍ତ୍ରୀ ଆହୁରି କହିଥିଲେ ଯେ, “ଗତ ବର୍ଷ କାଜାନରେ ଆମର ବହୁତ ଫଳପ୍ରଦ ଆଲୋଚନା ହୋଇଥିଲା। ସେଠାରେ ଆମର ସମ୍ପର୍କକୁ ଏକ ସକାରାତ୍ମକ ଦିଗ ମିଳିଥିଲା। ସୀମାରୁ ସୈନ୍ୟ ପ୍ରତ୍ୟାହାର ପରେ, ଏବେ ଶାନ୍ତି ଏବଂ ସ୍ଥିରତାର ବାତାବରଣ ସୃଷ୍ଟି ହୋଇଛି।” ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗ ମଧ୍ୟରେ ବୈଠକ ଶେଷ ହୋଇଥିବା ବେଳେ କିଛି ସମୟ ମଧ୍ୟରେ ଏସସିଓ ଶିଖର ସମ୍ମିଳନୀ ଆରମ୍ଭ ହେବ।
ଭାରତ-ଚୀନ ସମ୍ପର୍କ ଆହୁର ଦୃଢ ହେବ-ମୋଦି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











