The Ultimate Managed Hosting Platform
ADVERTISEMENT

ଭାରତ-ପାକ ମଧ୍ୟରେ ୧୮ ତାରିଖ ଯାଏଁ ବଢିଲା ସିଜ ଫାୟାର ଅବଧି

Facebook
Twitter
LinkedIn

ନୂଆଦିଲ୍ଲୀ : ଭାରତ-ପାକ ମଧ୍ୟରେ ୧୮ ତାରିଖ ଯାଏଁ ବଢିଲା ସିଜ ଫାୟାର ଅବଧି । ଖୁବଶୀଘ୍ର ଦୁଇ ଦେଶ ମଧ୍ୟରେ ପୁଣି ଥରେ ହେବ ଡିଜିଏମଓ ସ୍ତରୀୟ ବୈଠକ । ତୀବ୍ର ଉତ୍ତେଜନା ମଧ୍ୟରେ ୧୦ ତାରିଖରେ ହୋଇଥିଲା ସିଜ ଫାୟାର । ସିଜ ଫାୟାର ପରେ ୧୨ରେ ଡିଜିଏମଓ ସ୍ତରୀୟ ଆଲୋଚନା ହୋଇଥିଲା ।
ଉଭୟ ଦେଶ ସମସ୍ତ ସୀମାନ୍ତ ସାମରିକ କାର୍ୟ୍ୟାନୁଷ୍ଠାନ ଉପରେ ବିରତି ବୃଦ୍ଧି କରିବାକୁ ରାଜି ହୋଇଛନ୍ତି। “୨୦୨୫ ମେ ୧୦ ତାରିଖରେ ଦୁଇ ଡିଜିଏମ୍ଓ ମଧ୍ୟରେ ବୁଝାମଣା ସହିତ ଏହି ଅସ୍ତ୍ରବିରତି ଲାଗୁ ହୋଇଥିବା ବେଳେ ଏବେ ସୁରକ୍ଷା ଦୃଷ୍ଟିରୁ ଏହାର ଅବଧି ଆହୁରି କିଛି ଦିନ ବଢ଼ାଇ ଦିଆଯାଇଛି। ପିଟିଆଇର ରିପୋର୍ଟ ଅନୁଯାୟୀ, ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇଶାକ ଦାର ଦାବି କରିଛନ୍ତି ଯେ ପାକିସ୍ତାନର ଡିଜିଏମଓ ମେଜର ଜେନେରାଲ କାଶିଫ ଅବଦୁଲ୍ଲା ଏବଂ ଭାରତର ଡିଜିଏମଓ ଲେଫ୍ଟନାଣ୍ଟ ଜେନେରାଲ ରାଜୀବ ଘାଇ ଗୁରୁବାର ଯୁଦ୍ଧବିରତି ଉପରେ ଆଲୋଚନା କରିଥିଲେ। ଯାହାକୁ ବର୍ତ୍ତମାନ ମେ ୧୮ ପର୍ୟ୍ୟନ୍ତ ବୃଦ୍ଧି କରାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login