ବ୍ୟୁରୋ : ଆଇସିସି ଚାମ୍ପିୟନ୍ସ ଟ୍ରଫିରେ ଭାରତ-ବାଂଲାଦେଶ ମୁକାବିଲା । ଟସ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଲା ବାଂଲାଦେଶ । ତେବେ ଫିଲ୍ଡିଂ କରିବ ଟିମ୍ ଇଣ୍ତିଆ । ଚୂଡ଼ାନ୍ତ ଏକାଦଶରୁ ବାଦ ପଡ଼ିଛନ୍ତି ଅର୍ଶଦୀପ ସିଂ ଓ ବରୁଣ ଚକ୍ରବର୍ତ୍ତୀ ।
Views: 36

ପୁରୀ : କାଳିଆ ସାଆନ୍ତଙ୍କ ପହଣ୍ଡି ବିଜେ ଆରମ୍ଭ ହୋଇଛି । ଘଣ୍ଟଘଣ୍ଟା, ହରିବୋଲରେ ପ୍ରକମ୍ପିତ ହୋଇଉଠିଛି ବଡ଼ଦାଣ୍ଡ । କାଳିଆ ସାଆନ୍ତଙ୍କୁ ଦେଖି ଭକ୍ତ ଖୁସିରେ...
ଭୁବନେଶ୍ୱର : ରଥଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ମୁମ୍ବାଇ କୋକିଳାବେନ ଧୀରୁଭାଇ ଅମ୍ବାନୀ ମେଡିକାଲରୁ ଶୁଭେଛା ଜଣାଇଛନ୍ତି...
ପୁରୀ ; ଶ୍ରୀକ୍ଷେତ୍ରରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଆରମ୍ଭ ହୋଇଯାଇଛି । ରତ୍ନବେଦୀରୁ ଜନ୍ମବେଦୀକୁ ଯାତ୍ରା କରିବେ ଶ୍ରୀଜୀଉ। ପୁରୀରେ ଏବେ ନୀତିକାନ୍ତି ପରେ ଆରମ୍ଭ ହୋଇଛି...
ପୁରୀ : ଆଜି ହେଉଛି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଏହି ଅବସରରେ ସାରା ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ...