The Ultimate Managed Hosting Platform
ADVERTISEMENT

ଭାରତର ଧୂଆଁଧାର ବ୍ୟାଟିଂ ।ଆତ୍ମସପର୍ମଣ କଲା ଶ୍ରୀଲଙ୍କା

Facebook
Twitter
LinkedIn

୧୮୪ରନର ବିଜୟଲକ୍ଷ୍ୟକୁ ପିଛା କରି ମୈଦାନକୁ ଓହ୍ଲାଇଥିଲା ଟିମ୍ ଇଣ୍ଡିଆ । ତେବେ ଦଳକୁ ପ୍ରଥମରୁ ଲାଗିଥିଲା ବଡ଼ ଝଟକା । ମାତ୍ର ୧ ରନ୍ କରି ପ୍ୟାଭିଲିୟନ୍ ଫେରିଯାଇଥିଲେ ଅଧିନାୟକ ରୋହିତ ଶର୍ମା । କିନ୍ତୁ ଦମଦାର ଇନିଂସ ଖେଳିଥିଲେ ଶ୍ରେୟସ ଆୟର । ୪୪ଟି ବଲରୁ ୪ଟି ଛକା ଏବଂ ୬ଟି ଚୌକା ବଳରେ ୭୪ ରନର ଅପରାଜିତ ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ ଶ୍ରେୟସ । ସେହିପରି ସଞ୍ଜୁ ସାମସନ୍ ୩୯ ରନ୍ କରିଥିବା ବେଳେ ରବିନ୍ଦ୍ର ଜାଡେଜା ମାତ୍ର ୧୮ଟି ବଲରୁ ଗୋଟିଏ ଛକା ଏବଂ ୭ଟି ଚୌକା ବଳରେ ୪୫ ରନ୍ ସଂଗ୍ରହ କରିଥିଲେ ।

ଶ୍ରୀଲଙ୍କା ବିପକ୍ଷ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ରୋମାଞ୍ଚକର ବିଜୟ ହାସଲ କରିଛି ରୋହିତ ବାହିନୀ । ଦ୍ୱିତୀୟ ଟି-୨୦ରେ ଶ୍ରୀଲଙ୍କାକୁ ୭ ୱିକେଟରେ ହରାଇବା ସହ ସିରିଜ୍ କବଜା କରିଛି ଭାରତ ।ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା ଭାରତ । ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୫ଟି ୱିକେଟ୍ ହରାଇ ୧୮୩ ରନ୍ ସଂଗ୍ରହ କରିଥିଲା ଶ୍ରୀଲଙ୍କା । ଦଳ ପକ୍ଷରୁ ପାଥୁମ୍ ନିଶାଙ୍କ ୭୫ ରନର ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ । ଭାରତ ପକ୍ଷରୁ ଭୁବନେଶ୍ୱର କୁମାର, ଜସପ୍ରିତ୍ ବୁମରା, ହର୍ଷଲ ପଟେଲ, ୟୁଜବେନ୍ଦ୍ର ଚହଲ ଏବଂ ରବିନ୍ଦ୍ର ଜାଡେଜା ଗୋଟିଏ ଲେଖାଏଁ ୱିକେଟ୍ ନେଇଥିଲେ ।

୧୮୪ରନର ବିଜୟଲକ୍ଷ୍ୟକୁ ପିଛା କରି ମୈଦାନକୁ ଓହ୍ଲାଇଥିଲା ଟିମ୍ ଇଣ୍ଡିଆ । ତେବେ ଦଳକୁ ପ୍ରଥମରୁ ଲାଗିଥିଲା ବଡ଼ ଝଟକା । ମାତ୍ର ୧ ରନ୍ କରି ପ୍ୟାଭିଲିୟନ୍ ଫେରିଯାଇଥିଲେ ଅଧିନାୟକ ରୋହିତ ଶର୍ମା । କିନ୍ତୁ ଦମଦାର ଇନିଂସ ଖେଳିଥିଲେ ଶ୍ରେୟସ ଆୟର । ୪୪ଟି ବଲରୁ ୪ଟି ଛକା ଏବଂ ୬ଟି ଚୌକା ବଳରେ ୭୪ ରନର ଅପରାଜିତ ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ ଶ୍ରେୟସ । ସେହିପରି ସଞ୍ଜୁ ସାମସନ୍ ୩୯ ରନ୍ କରିଥିବା ବେଳେ ରବିନ୍ଦ୍ର ଜାଡେଜା ମାତ୍ର ୧୮ଟି ବଲରୁ ଗୋଟିଏ ଛକା ଏବଂ ୭ଟି ଚୌକା ବଳରେ ୪୫ ରନ୍ ସଂଗ୍ରହ କରିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login