The Ultimate Managed Hosting Platform
ADVERTISEMENT

ଭାରତୀୟଙ୍କ ପାଇଁ ମାଲେସିଆକୁ ଭିସା ଫ୍ରି

Facebook
Twitter
LinkedIn

ନୂଆଦିଲ୍ଲୀ : ଭାରତୀୟଙ୍କ ପାଇଁ ମାଲେସିଆକୁ ଭିସା ଫ୍ରି । ୩୦ ଦିନ ପାଇଁ ଭିସା ଫ୍ରି ଘୋଷଣା କଲେ ମାଲେସିଆ ପ୍ରଧାନମନ୍ତ୍ରୀ । ଡିସେମ୍ବର ୧ରୁ ମାଲେସିଆ ଭ୍ରମଣ ପାଇଁ ଲାଗୁ ହେବ ନିୟମ ।ଡିସେମ୍ବର ୧ରୁ ଚୀନ୍ ଓ ଭାରତ ନାଗରିକଙ୍କ ପାଇଁ ଭିସାମୁକ୍ତ ପ୍ରବେଶ ଅନୁମତି ଦେଇଛନ୍ତି ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମ । ରବିବାର ବିଳମ୍ବିତ ରାତିରେ ପିପୁଲ୍ସ ଜଷ୍ଟିସ ପାର୍ଟି କଂଗ୍ରେସରେ ବାର୍ଷିକ କାର୍ୟ୍ୟକ୍ରମରେ ଏହି ଘୋଷଣା କରିଛନ୍ତି । ଆସନ୍ତା ଡିସେମ୍ବର ୧ରୁ ଚୀନ୍ ଓ ଭାରତ ନାଗରିକଙ୍କ ପାଇଁ ମାଲେସିଆ ସରକାର ଭିସା ମୁକ୍ତ କରୁଛନ୍ତି । ଏଥିସହ ୩୦ ଦିନର ରହଣି ସୁବିଧା ମଧ୍ୟ ରଖାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

Login