The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍

Facebook
Twitter
LinkedIn

ପଦ୍ମପୁର : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍ । ଏପରି ଦୁର୍ଘଟଣା ଘଟିଛି ବରଗଡ଼ ଜିଲ୍ଲା ପଦ୍ମପୁର ପାଟଣାଗଡ଼ା ରାସ୍ତା ସୁଲିଆ ଗାଁ ନିକଟରେ । ଏହି ଦୁର୍ଘଟଣାରେ ୬ଜଣ ଆହତ ହୋଇଥିବା ବେଳେ, ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନା ଅନୁଯାୟୀ, ଦୁର୍ଘଟଣାଗ୍ରସ କାର୍ ଟି ଛତିଶଗଡ଼ ବିଳାସପୁରରୁ ହରିଶଙ୍କର ଯାଉଥିଲା । ହେଲେ ପଦ୍ମପୁର ଉପଖଣ୍ଡ ବୁଡେନ ଥାନା ସୁଲିଆ ଗାଁ ନିକଟରେ ଗାଡିଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇଥିଲା । ଫଳରେ ଗାଡିରେ ଥିବା ୬ଜଣ ଦୁର୍ଘଟଣାରେ ଶିକାର ହୋଇଛନ୍ତି । ସେମାନଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ପଦ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login