The Ultimate Managed Hosting Platform
ADVERTISEMENT

ଭାରସାମ୍ୟ ହରାଇ ୨୦ ଫୁଟ ତଳକୁ ଖସିଲା କାର

Facebook
Twitter
LinkedIn

ଖୋର୍ଦ୍ଧା : ଭାରସାମ୍ୟ ହରାଇ ରାସ୍ତାକଡରେ ଥିବା ଏକ ଗଛକୁ ଧକ୍କା ଦେଇ ୨୦ ଫୁଟ ତଳକୁ ଖସିଲା କାର । ଫଳରେ ୫ ଜଣ ଯାତ୍ରୀ ଆହତ ହୋଇଛନ୍ତି । ଗୁରୁତର ଯାତ୍ରୀଙ୍କ ମଧ୍ୟରେ ୩ଜଣ ମହିଳା ଅଛନ୍ତି । ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ବାଇପାସ୍ ୧୬ ନମ୍ବର ଜାତୀୟ ରାଜପଥ ଖଡ଼ିକାପଲି ଓଭରବ୍ରିଜ ନିକଟରେ ଦୁର୍ଘଟଣା ଘଟିଛି । ଗାଡିଟି ପୁରୀରୁ ବ୍ରହ୍ମପୁର ଯାଉଥିଲା । ସମସ୍ତ ଯାତ୍ରୀ ଗୋଟିଏ ପରିବାରର ବୋଲି ଜଣାପଡିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login