The Ultimate Managed Hosting Platform
ADVERTISEMENT

ଭାରୋତ୍ତୋଳକ ବିଜୟ ଶତପଥୀଙ୍କ ପରଲୋକ

Facebook
Twitter
LinkedIn

ଭୁବନେଶ୍ୱର : ଅର୍ଜୁନ ପୁରସ୍କାର ବିଜେତା ବିଜୟ କୁମାର ଶତପଥୀଙ୍କ ପରଲୋକ । ପୂର୍ବତନ ଅନ୍ତର୍ଜାତୀୟ ଭାରୋତ୍ତୋଳକ ବିଜୟ କୁମାର ଶତପଥୀ । ବାର୍ଦ୍ଧକ୍ୟ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକଙ୍କ ସୂଚନା । ୧୯୮୨ ରାଜ୍ୟଗୋଷ୍ଠୀ କ୍ରୀଡାରେ ରୈାପ୍ୟପଦକ ଜିତିଥିଲେ ବିଜୟ ।ଶ୍ରୀ ଶତପଥୀ ୧୯୭୭-୭୮ ରୁ ଓ ୧୯୮୨-୮୩ ପର୍ୟ୍ୟନ୍ତ ଭାରୋତ୍ତଳନରେ ପାଞ୍ଚ ଥର ଜାତୀୟ ଚାମ୍ପିଅନ ଏବଂ ଭାରତୀୟ ନୌସେନା ଏବଂ ଭାରତୀୟ ରେଳବାଇର ପ୍ରତିନିଧିତ୍ୱ କରିଥିଲେ। ସେ ୧୯୮୧ ମିନି ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତିଥିଲେ ଏବଂ ପରେ ୧୯୮୨ ବ୍ରିସବେନରେ ମୁଖ୍ୟ ଇଭେଣ୍ଟରେ ରୌପ୍ୟ ପଦକ ଜିତିଥିଲେ। ସେ ୧୯୮୧ ଏବଂ ୧୯୮୩ ଏସୀୟ ଭାରୋତ୍ତୋଳନ ଚାମ୍ପିଅନସିପରେ କାଂସ୍ୟ ପଦକ ଜିତିଥିଲେ। ତାଙ୍କ ବିୟୋଗରେ କ୍ରୀଡ଼ାଜଗତରେ ଶୋକର ଛାୟା ଖେଳିଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login