The Ultimate Managed Hosting Platform
ADVERTISEMENT

ଭିଜିବ ଦଶହରା ; ପୁଣି ଘୂର୍ଣ୍ଣିବଳୟ , ଆସନ୍ତାକାଲି ନେଇପାରେ ଲଘୁଚାପର ରୂପ

Facebook
Twitter
LinkedIn

ଭୁବନେଶ୍ୱର : ଏଥର ଭିଜିପାରେ ଦଶହରା । ପୁଣି ଦାନା ବାନ୍ଧୁଛି ଆଉ ଏକ ଘୂର୍ଣ୍ଣିବଳୟ। ଆସନ୍ତାକାଲି ଅର୍ଥାତ୍ ଅକ୍ଟୋବର ପହିଲା ବେଳକୁ ନେଇପାରେ ଲଘୁଚାପର ରୂପ । ଉତ୍ତର ଆଣ୍ଡାମାନ ସାଗର ନିକଟରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଅକ୍ଟୋବର ୧ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଏହା ଲଘୁଚାପର ରୂପ ନେଇପାରେ । ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏଥର ଦଶହରାକୁ ବର୍ଷା ଭିଜାଇପାରେ ବୋଲି ଆଶଙ୍କା ଦେଖାଦେଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login