The Ultimate Managed Hosting Platform
ADVERTISEMENT

ଭିଜିଲାନ୍ସ ଜାଲରେ ଜେଇ

Facebook
Twitter
LinkedIn

ନୂଆପଡା : ଭିଜିଲାନ୍ସ ଜାଲରେ ଆର ଆଣ୍ଡ ବି ଡିଭିଜିନର କନିଷ୍ଠ ଯନ୍ତ୍ରୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ । କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀଙ୍କ ଘରେ ଚଢାଉ । ଏକକାଳୀନ ୮ଟି ସ୍ଥାନରେ ଭିଜିଲାନ୍ସ ଟିମର ରେଡ । ଭୁବନେଶ୍ୱର, ପୁରୀ ଓ ନୂଆପଡାରେ ଭିଜିଲାନ୍ସ ରେଡ । ଭୁବନେଶ୍ୱରର ୫ଟି ସ୍ଥାନରେ ଭିଜିଲାନ୍ସର ତନାଘନା । ନୂଆପଡା ଆର ଆଣ୍ଡ ବି ଡିଭିଜନର କନିଷ୍ଠ ଯନ୍ତ୍ରୀ ସୁଶୀନ୍ତ ସେଠୀ । ଗଙ୍ଗୋତ୍ରିନଗରରେ ଥିବା ୩ ମହଲା ଘର, ବ୍ରହ୍ମେଶ୍ବରପାଟଣା ବ୍ରିଟ କୋଲୋନୀରେ ଥିବା ସମ୍ପର୍କୀୟଙ୍କ ଘର, ଗ୍ୟାରେଜ ଛକ ଓ କେଦାର ଲେନରେ ଥିବା ଘରେ ମଧ୍ୟ ଚାଲିଛି ରେଡ୍ । ପୁରୀରେ ରହିଛି ଫାର୍ମ ହାଉସ୍ । ନୂଆପଡ଼ାରେ ଥିବା ସରକାରୀ କାର୍ୟ୍ୟାଳୟ ଓ ଅଫିସରେ ମଧ୍ୟ ଚଢାଉ କରୁଛି ଭିଜିଲାନ୍ସ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ପୁରୀ ଯିବା ରାସ୍ତାରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ

ପୁରୀ ଯିବା ରାସ୍ତାରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରୀ ଯିବା ରାସ୍ତାରେ ସତ୍ୟବାଦୀ ନିକଟରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଇଡ ବିକ୍ରେତା ଶ୍ରୀଧର ମହାପାତ୍ରଙ୍କ ସହ ସୁଖଦୁଃଖ ହୋଇଛନ୍ତି...

ADVERTISEMENT

Login