The Ultimate Managed Hosting Platform
ADVERTISEMENT

ଭିଜିଲାନ୍ସ ଜାଲରେ ଜେଇ, ରେଡ ବେଳେ ଛାତ ଡେଇଁ ଚମ୍ପଟ ଜେଇ

Facebook
Twitter
LinkedIn

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ଆରଡବ୍ଲ୍ୟୁଏସ ଆଣ୍ଡ ଏସର କନିଷ୍ଠ ଯନ୍ତ୍ରୀ । କନିଷ୍ଠ ଯନ୍ତ୍ରୀ ସୁନୀଲ କୁମାର ପାଢୀଙ୍କ ଘରେ ଭିଜିଲାନ୍ସ ରେଡ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୫ଟି ସ୍ଥାନରେ ରେଡ । ଭୁବନେଶ୍ୱର ଓ ଗଞ୍ଜାମର ୫ଟି ସ୍ଥାନରେ ଚାଲିଛି ରେଡ । ଭିଜିଲାନ୍ସ ରେଡ ବେଳେ ଘର ଛାତ ଡେଇଁ ଚମ୍ପଟ ମାରିଲେ ଜେଇ । ଭୁବନେଶ୍ୱର ଜାଗମରା ସ୍ଥିତ ଘରେ ଭିଜିଲାନ୍ସ ପହଁଚିବା କ୍ଷଣି ଛୁଁ । ଜେଇ ସୁନୀଲ ପାଢି ଘର ଛାତକୁ ଯାଇ ପଡିଶା ଛାତକୁ ଡେଇଁ ଚମ୍ପଟ୍ । ଜେଇ ଛାତ ଡେଇଁ ପଳାଇଥିବା ସ୍ପଷ୍ଟ କଲା ଭିଜିଲାନ୍ସ । ଜାଗମରା ସ୍ଥିତି ତିନି ତାଲା ବିଲ୍ଡିଂ, ଗଞ୍ଜାମ ଆସକା ସ୍ଥିତ ମାର୍କେଟ କମ୍ପେ୍ଲକ୍ସ, ପୈତୃକ ଘର, ସୁନୀଲଙ୍କ ଭଞ୍ଜନଗର ସ୍ଥିତ ସମ୍ପର୍କୀୟଙ୍କ ଘର ଏବଂ ଭୁବନେଶ୍ୱର ସ୍ଥିତ କାର୍ୟ୍ୟାଳୟରେ ଏକାକାଳୀନ ଚଢାଉ କରୁଛି । ଏବେ ସୁନିଲ ପାଢୀଙ୍କ ସନ୍ଧାନ ଜାରି ରହିଛି ବୋଲି ଭିଜିଲାନ୍ସ ବିଭାଗ ପକ୍ଷରୁ କୁହାଯାଇଛି । ତାଙ୍କ ବିରୋଧରେ ଆୟ ବର୍ହିଭୂତ ସମ୍ପତି ଠୁଳ କରିବାର ଅଭିଯୋଗ ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login