The Ultimate Managed Hosting Platform
ADVERTISEMENT

ଭିଜିଲାନ୍ସ ଜାଲରେ ଡେପୁଟି ଡିରେକ୍ଟର

Facebook
Twitter
LinkedIn

କଟକ : ଭିଜିଲାନ୍ସ ଜାଲରେ ଡେପୁଟି ଡ଼ାଇରେକ୍ଟର ବସନ୍ତ କୁମାର ଦାସ । ସରକାରୀ ଅର୍ଥ ଆତ୍ମସାତ ମାମଲାରେ କଟକ ମତ୍ସ୍ୟ ସମ୍ପଦ ବିଭାଗ ଉପନିର୍ଦ୍ଦେଶକ ବସନ୍ତ କୁମାର ଦାସଙ୍କ ଘର ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି । ସରକାରୀ ଆକାଉଣ୍ଟରୁ ନିଜ ଆକାଉଣ୍ଟକୁ ଟଙ୍କା ଟ୍ରାନ୍ସଫର ନେଇ ଭିଜିଲାନ୍ସ ନିକଟରେ ପୂର୍ବରୁ ଥିଲା ଅଭିଯୋଗ । ପ୍ରାୟ ୧କୋଟି ୫ଲକ୍ଷ ଟଙ୍କାରୁ ଉର୍ଦ୍ଧ ସରକାରୀ ଅର୍ଥ ଆତ୍ମସାତ ଘଟଣାରେ ଭିଜିଲାନ୍ସ ତଦନ୍ତ ଆରମ୍ଭ କରିଛି । ଡେପୁଟି ଡ଼ାଇରେକ୍ଟର ବସନ୍ତ କୁମାର ଦାସଙ୍କ ପୁରୁଣା ଭୁବନେଶ୍ୱର ସ୍ଥିତ ଭଡାଘର, ପୁରୀ ତୋଟା ମହାବୀର ଲେନ ସ୍ଥିତ ଘର, ପୁରୀ ଜିଲ୍ଲା ଗୋରୁଳା ନିକଟ ଫାର୍ମହାଉସ , ଭଦ୍ରକ ଗୋବିନ୍ଦପୁର ସ୍ଥିତ ପୈତୃକ ଘର, କଟକ ସ୍ଥିତ ଅଫିସରେ ଚଢାଉ ଚାଲିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login