କଟକ : ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଧିକାରୀଙ୍କ ଘରେ ରେଡ । ଅଧିକାରୀ ସଂଗ୍ରାମ କେଶରୀ ଜେନାଙ୍କ ଘରେ ଭିଜିଲାନ୍ସ ରେଡ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ଟି ସ୍ଥାନରେ ଚଢାଉ । ବାଲୁଗାଁ, ଟାଙ୍ଗୀ ଓ ବାଣପୁର ସମେତ ୪ଟି ସ୍ଥାନରେ ଚଢାଉ । ପୂର୍ବରୁ ବୁଗୁଡା ତହସିଲଦାର ଥିଲେ ସଂଗ୍ରେମ କେଶରୀ ଜେନା । ଚଢ଼ାଉରେ ସାମିଲ ଅଛନ୍ତି ଭିଜିଲାନ୍ସର ୩ ଡ଼ିଏସପି, ୧୦ ଇନିସ୍ପେକ୍ଟର ଓ ଅନ୍ୟ କର୍ମଚାରୀ। ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ ଜଜଙ୍କ ୱାରେଣ୍ଟ ବଳରେ ଚାଲିଛି ଏହି ଚଢ଼ାଉ।
Views: 88