The Ultimate Managed Hosting Platform
ADVERTISEMENT

ଭିଜିଲାନ୍ସ ଜାଲରେ ମହିଳା ଥାନା ଏଏସଆଇ

Facebook
Twitter
LinkedIn

ବ୍ରହ୍ମପୁର : ଭିଜିଲାନ୍ସ ଜାଲରେ ମହିଳା ଥାନା ଏଏସଆଇ । ଲାଞ୍ଚ ନେଇ ଧରାପଡିଲେ ମହିଳା ଥାନା ଏଏସଆଇ ବବିତା ସୁନା । ଏକ ମାମଲାର ରଫାଦଫା ପାଇଁ ୧୦ ହଜାର ତାଙ୍କ ଲାଞ୍ଚ ନେଉଥିବା ସମୟରେ ତାଙ୍କୁ ଧରିଥିଲା ଭିଜିଲାନ୍ସ । ଏହି ଘଟଣା ଦେଖିବାକୁ ମିଳିଛି ବ୍ରହ୍ମପୁରରେ । ତାଙ୍କଠାରୁ ଲାଞ୍ଚ ଟଙ୍କା ଜବତ ହୋଇଥିବା ବେଳେ ତାଙ୍କୁ ଗିରଫ କରାଯାଇଛି ବୋଲି ଭିଜିଲାନ୍ସ ଏସ୍ପି ପ୍ରଦୀପ କୁମାର ପ୍ରଧାନ ସୂଚନା ଦେଇଛନ୍ତି । ଟିମ୍ ମହିଳା ଥାନାରୁ ପୋଲିସ ଅଧିକାରୀ ବବିତା ସୁନାଙ୍କ ସମସ୍ତ କାଗଜପତ୍ର ଜବତ କରିଛି । ତାଙ୍କର ବାସଭବନ ସମେତ ଅନେକ ସ୍ଥାନରେ ଟିମ୍ ଚଢ଼ାଉ କରିବ ବୋଲି ଏସ୍ପି ସୂଚନା ଦେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login