The Ultimate Managed Hosting Platform
ADVERTISEMENT

ଭୁବନେଶ୍ୱରରେ ଖୋଲିବ ଏନଆଇଏ ଅଫିସ

Facebook
Twitter
LinkedIn

ଭୁବନେଶ୍ୱର : ଭୁବନେଶ୍ବରରେ ଖୋଲିବ ଏନଆଇଏ ଏସପି ଅଫିସ । ଭୁବନେଶ୍ବରରେ ଜାତୀୟ ତଦନ୍ତକାରୀ ସଂସ୍ଥା-ଏନଆଇଏର ଏସପି କାର୍ୟ୍ୟାଳୟ ଖୋଲିବ । ଭିଏସଏସ ନଗର ରିଜିଅନାଲ ଟେଲିକମ ଟ୍ରେନିଂ ସେଣ୍ଟରରେ ଅଫିସ କାର୍ୟ୍ୟ କରିବ । ଏନେଇ ରାଜ୍ୟ ଗୃହ ମନ୍ତ୍ରାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି କରାଯାଇଛି । ପାକିସ୍ତାନ ଗୁପ୍ତଚର ଜ୍ୟୋତିଙ୍କ ଗିରଫ ପରେ ତଦନ୍ତ ପାଇଁ ପୁରୀ ଆସିପାରେ ଏନଆଇଏ । ଜାତୀୟ ସୁରକ୍ଷା ସଂପର୍କିତ ମାମଲା ହୋଇଥିବାରୁ ପୁରୀ ଆସି ଏନଆଇଏ ଖୋଳତାଡ କରିପାରେ । କାରଣ ଜ୍ୟୋତି ଗତ ସେପ୍ଟେମ୍ବରରେ ପୁରୀ ଆସିଥିଲେ । ପୁରୀର ବେଳାଭୂମି, ଶ୍ରୀମନ୍ଦିର ସହ ଅନ୍ୟାନ୍ୟ ସ୍ଥାନ ବୁଲିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login