The Ultimate Managed Hosting Platform
ADVERTISEMENT

ଭୁବନେଶ୍ୱରରେ ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ

Facebook
Twitter
LinkedIn

ଭୁବନେଶ୍ୱର : ଦୁଇ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । କିଛି ସମୟ ତଳେ ସ୍ବତନ୍ତ୍ର ବାୟୁସେନା ବିମାନରେ ଆସି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଛନ୍ତି । ବିମାନବନ୍ଦରରେ ପହଞ୍ଚିବା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଜ୍ୟପାଳ ଡ. ହରିବାବୁ କମ୍ଭମ୍ପାଟି , ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରମୁଖ ସ୍ବାଗତ କରିଛନ୍ତି । ଭୁବନେଶ୍ବରରୁ ସ୍ବତନ୍ତ୍ର ହେଲିକପ୍ଟରରେ କଣ୍ଟିଲୋ ଯାଉଛନ୍ତି ରାଷ୍ଟ୍ରପତି । ଦିନ ୩ ଟା ୧୫ ରେ କଣ୍ଟିଲୋ ନୀଳମାଧଵ ମନ୍ଦିରରେ ପହଞ୍ଚିବେ ରାଷ୍ଟ୍ରପତି । ନୀଳ ମାଧବଙ୍କୁ ଦର୍ଶନ ପରେ ଶବରରାଜା ବିଶ୍ୱାବସୁଙ୍କ ଗାଁ କାଳିଆପଲ୍ଲୀ ଯିବେ । କାଳିଆପଲ୍ଲୀରେ ଶବର ସମାଜର ଯଜ୍ଞରେ ଆହୂତି ଦେଇ ଶବର ରାଜା ବିଶ୍ୱାବସୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login