The Ultimate Managed Hosting Platform
ADVERTISEMENT

ଭୁଲ ଇଞ୍ଜେକସନ ଯୋଗୁଁ ଚାଲିଗଲା ରୋଗୀଙ୍କ ଜୀବନ

Facebook
Twitter
LinkedIn

କଣ୍ଟାବାଞ୍ଜି : ଭୁଲ ଇଞ୍ଜେକସନ ଯୋଗୁଁ ରୋଗୀଙ୍କ ଜୀବନ ଯାଇଥିବା ଅଭିଯୋଗ ହୋଇଛି । ତୁରେକେଲା ଥାନା ମହୁଲପାଟି ଗାଁରେ ଅଭାବନୀୟ ଘଟଣା । ଗୋଡ ହାତରେ ଯନ୍ତ୍ରଣା ହେବାରୁ ମେଡିକାଲରେ ଭର୍ତ୍ତି ହୋଇଥିଲେ । ଜଣେ କ୍ଵାକଙ୍କ ଇଞ୍ଜେକ୍ସନରେ ପୁଣି ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତ ମହିଳା ଜଣକ ହେଲେ ତୁରେକେଲା ଥାନା ମହୁଲପାଟି ଗାଁର ଭଗବାନୀ ପୁଟା । ଏନେଇ ପରିବାର ବର୍ଗ ତୁରେକେଲା ଥାନାରେ ଏକ ଲିଖିତ ଅଭିଯୋଗ କରିବା ସହିତ କ୍ୱାକ ରଂଜିତ ମେହେର ନାଁରେ ଗିରଫ ଦାବି କରି ଏତଲା ଦେଇଥିବା ଜଣାପଡିଛି । ତେବେ କ୍ୱାକ ଦେଇଥିବା ଇଞ୍ଜେକ୍ସନକୁ ପରିବାର ଲୋକେ ରଖି ଥାନାର ଦ୍ୱାରସ୍ତ ହୋଇଛନ୍ତି । ତେବେ ପୂର୍ବରୁ ମଧ୍ୟ ଏହି କ୍ୱାକ ଯୋଗୁ ୨ଜଣଙ୍କ ଜୀବନ ଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ତୁରେକେଲା ପୋଲିସ ମରଶରୀର ଜବତ କରି ଅଧିକ ତଦନ୍ତ ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login