The Ultimate Managed Hosting Platform
ADVERTISEMENT

ଭୂକମ୍ପରେ ଥରିଲା ଆମେରିକା

Facebook
Twitter
LinkedIn

ନୂଆଦିଲ୍ଲୀ : ଆମେରିକାର ଦକ୍ଷିଣ କାଲିଫର୍ଣ୍ଣିଆରେ ଭୂମିକମ୍ପ ଅନୁଭୂତ । ରିକ୍ଟର ସ୍କେଲରେ ତୀବ୍ରତା ୫.୨ ରେକର୍ଡ । ଭୟରେ ଘରୁ ବାହାରକୁ ପଳାଇ ଆସିଲେ ଲୋକେ । ଭୂମିକମ୍ପ ଜନିତ କ୍ଷୟକ୍ଷତି ସୂଚନା ମିଳିପାରି ନାହିଁ । ଅନେକ ସ୍ଥାନରେ ପାହାଡରୁ ପଥର ଧସିଥିବା ସୂଚନା ରହିଛି । ସୂଚନା ଅନୁଯାୟୀ, ଏପ୍ରିଲ ୧୩ ତାରିଖରେ ମିଆଁମାର ପରେ ଭୂକମ୍ପରେ ଥରିଥିଲା ତାଜିକିସ୍ତାନ । ରିକ୍ଟର ସ୍କେଲରେ ତୀବ୍ରତା ୬.୧ ରେକର୍ଡ ହୋଇଥିଲା । ଭୃଗର୍ଭ ଠାରୁ ୧୬ କିଲୋମିଟର ଭିତରେ ଭୂକମ୍ପର କେନ୍ଦ୍ରସ୍ଥଳ ଥିଲା । ଭୂମିକମ୍ପ ଝଟକାରେ ଥରିଥିଲା ଘରଦ୍ବାର । ସେହିପରି, ଗୋଟିଏ ଦିନରେ ଅର୍ଥାତ୍ ଏପ୍ରିଲ ୧୩ରେ ହିମାଚଳ ପ୍ରଦେଶରେ ଭୂକମ୍ପ ଝଟକା ଅନୁଭୂତ ମଧ୍ୟ ହୋଇଥିଲା । ମଣ୍ଡି ଜିଲ୍ଲାର ସୁନ୍ଦରନଗରରେ ସକାଳ ପ୍ରାୟ ୯.୧୮ ସମୟରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login