The Ultimate Managed Hosting Platform
ADVERTISEMENT

ମଣ୍ଡପରେ ପିଟି ହୋଇ ୨ ଜଣଙ୍କର ଚାଲିଗଲା ଜୀବନ

Facebook
Twitter
LinkedIn

କୋଣାର୍କ : ରାସ୍ତାକଡରେ ଥିବା ମଣ୍ଡପରେ ପିଟି ହୋଇ ୨ ଜଣଙ୍କର ଚାଲିଗଲା ଜୀବନ । କୋଣାର୍କ-କାକଟପୁର ରାସ୍ତା ବଢେଇ ଛକ ନିକଟରେ ଦୁର୍ଘଟଣା । ବାଇକରେ ୩ ଜଣ ଯାଉଥିବା ବେଳେ ଭାରସାମ୍ୟ ହରାଇ ଦୁର୍ଘଟଣା ଘଟିଛି । ଜଣେ ଗୁରୁତରଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର ହୋଇଥିବା ବେଳେ ମୃତାହତ ଚାରିଛକ ଅଞ୍ଚଳର ହୋଇଥିବା ସୂଚନା ରହିଛି । ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ପୁରୀ ଅଘଟଣ ; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛି ; ଆଇନମନ୍ତ୍ରୀ

ପୁରୀ ଅଘଟଣ : ଦୋଷୀଙ୍କୁ ଦଣ୍ଡ ବିଧାନ କରାଯିବ ; ଆଇନମନ୍ତ୍ରୀ

ପୁରୀ : ପୁରୀ ଅଘଟଣ ନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା । ମାସେ ଭିତରେ ତଦନ୍ତ ପ୍ରକ୍ରିୟା ଶେଷ ହେବ କହିଲେ ଆଇନମନ୍ତ୍ରୀ । ଯେଉଁମାନେ...

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସମୀକ୍ଷା ବୈଠକରେ ଯୋଗ ଦେବେ

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ

ଭୁବନେଶ୍ୱର : ଆସନ୍ତାକାଲି ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ପକ୍ଷରୁ ସୂଚନା । ଖୁବଶୀଘ୍ର ଅଭିଯୋଗ...

Login