The Ultimate Managed Hosting Platform
ADVERTISEMENT

ମନ୍ତ୍ରୀ, ଅଫିସରଙ୍କ ଗାଡି ଖର୍ଚ୍ଚ ବୃଦ୍ଧି

Facebook
Twitter
LinkedIn

ଭୁବନେଶ୍ୱର : ବଢିଲା ମନ୍ତ୍ରୀ ଅଫିସରଙ୍କ ମାସିକ ଗାଡି ଖର୍ଚ୍ଚ । ମାସିକ ଗାଡି ଖର୍ଚ୍ଚ ବୃଦ୍ଧି କଲେ ରାଜ୍ୟ ସରକାର । ପୂର୍ବ ନିର୍ଦ୍ଧାରିତ ଖର୍ଚ୍ଚ ସୀମାରେ ସଂଶୋଧନ । ବୃଦ୍ଧି ପରେ ମନ୍ତ୍ରୀଙ୍କ ଗାଡ଼ି ଖର୍ଚ୍ଚ ୫୦,୪୦୦ ଟଙ୍କା ହୋଇଛି । ସେହିପରି ଜିଲାପାଳ, ଏସ୍ପିଙ୍କ ଗାଡ଼ି ଖର୍ଚ୍ଚ ୪୪, ୪୦୦ ଟଙ୍କାକୁ ବୃଦ୍ଧି ପାଇଛି । ବ୍ଲକ, ତହସିଲ, ଫିଲ୍ଡ ଅଫିସ୍ ଗାଡ଼ି ଖର୍ଚ୍ଚ ୩୭ ହଜାର ୨୦୦କୁ ବୃଦ୍ଧି ହୋଇଛି । ପ୍ରମୁଖ ସଚିବଙ୍କ ୩୬ ହଜାର ଏବଂ ସ୍ବତନ୍ତ୍ର ସଚିବଙ୍କ ଗାଡ଼ି ଖର୍ଚ୍ଚ ୩୧ ହଜାର ୨୦୦କୁ ବୃଦ୍ଧି କରାଯାଇଛି । ପୂର୍ବରୁ ନିର୍ଦ୍ଧାରିତ ଖର୍ଚ୍ଚ ସୀମାରେ ସଂଶୋଧନ କରାଯାଇଛି । ପ୍ରାୟ ୬ ବର୍ଷ ପରେ ଭଡ଼ା ସଂଶାଧନ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ପ୍ରକାଶ ପାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login