The Ultimate Managed Hosting Platform
ADVERTISEMENT

ମନ୍ଦିର ହୁଣ୍ଡି ନେଇଗଲେ ଦୁର୍ବୁତ୍ତ

Facebook
Twitter
LinkedIn

ଜଳେଶ୍ୱର : ଜଗନ୍ନାଥ ମନ୍ଦିର ହୁଣ୍ଡି ନେଇଗଲେ ଦୁର୍ବୁତ୍ତ । ବାଲିଆପାଳ ଜଗନ୍ନାଥ ମନ୍ଦିରରୁ ଚୋରି ଅଭିଯୋଗ । ଦାନ ହୁଣ୍ଡି ସହ ମନ୍ଦିରର ଅନ୍ୟାନ୍ୟ ସାମଗ୍ରୀ ଚୋରି ହୋଇଥିବା ଅଭିଯୋଗ ରହିଛି । ମନ୍ଦିରର ବଡ଼ ପୂଜକ ପୁଜାର୍ଚ୍ଚନା ସାରି ମନ୍ଦିରର ମୁଖ୍ୟ ଫାଟକରେ ତାଲା ପକାଇ ଘରକୁ ଯାଇଥିଲେ । ଆଜି ସକାଳୁ ମନ୍ଦିରକୁ ପୂଜାର୍ଚ୍ଚନା କରିବା ପାଇଁ ଆସିଲା ବେଳକୁ ମନ୍ଦିରର ଉତ୍ତର କବାଟ ତାଲାକୁ କାଟି ଭିତରକୁ ଦୁର୍ବୃତ୍ତ ମାନେ ଭିତରକୁ ପଶି ହୁଣ୍ଡି ବାକ୍ସକୁ ଭାଙ୍ଗି ଲୁଟ କରିଛନ୍ତି । ଏନେଇ ବାଲିଆପାଳ ପୋଲିସକୁ ଖବର ଦେବା ପରେ ଘଟଣା ସ୍ଥଳରେ ବାଲିଆପାଳ ପୋଲିସ ପହଞ୍ଚି ତଦନ୍ତ ଜାରି ରହିଛି । କେତେ ଟଙ୍କା ଲୁଟ କରିଛନ୍ତି ତାର ସ୍ପଷ୍ଟ ସୂଚନା ମିଳିନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ ଯବାନଙ୍କର ଚାଲିଗଲା ଜୀବନ

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ ଯବାନଙ୍କର ଚାଲିଗଲା ଜୀବନ

ନୂଆଦିଲ୍ଲୀ : ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ୧୩ ଯବାନଙ୍କର ଚାଲିଗଲା ଜୀବନ । ଖାଇବର ପଖଟୁଙ୍ଖବ୍ୱା ଉତ୍ତର ବ୍ୱାଜିରିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ଆଉ ୧୦...

ADVERTISEMENT
ଆଉ ଫିଙ୍ଗନ୍ତୁ ନାହିଁ ବାସିଭାତ , ଖାଇବା ଦ୍ୱାରା ମିଳେ ଏହି ସବୁ ଫାଇଦା

ଆଉ ଫିଙ୍ଗନ୍ତୁ ନାହିଁ ବାସିଭାତ , ଖାଇବା ଦ୍ୱାରା ମିଳେ ଏହି ସବୁ ଫାଇଦା

ବ୍ୟୁରୋ : ପ୍ରତ୍ୟେକ ଭାରତୀୟଙ୍କ ଘରେ ସାଧାରଣତଃ ବାସିଭାତ ଖିଆଯାଇଥାଏ । ହେଲେ ଏହାକୁ ଖାଇବାର ଲାଭ ଏବଂ କ୍ଷତି ଉଭୟ ହୋଇପାରେ। ଏହା ଭାତକୁ କିପରି...

Login