The Ultimate Managed Hosting Platform
ADVERTISEMENT

ମଲ ପାର୍କିଂ ଫି ; ବିଏମସିର ଆଭିମୁଖ୍ୟ ଅସ୍ପଷ୍ଟ

Facebook
Twitter
LinkedIn

ଭୁବନେଶ୍ୱର : ମଲରେ ଆଦାୟ ହେଉଥିବା ପାର୍କିଂ ଫିକୁ ନେଇବିମେସିର ଆଭିମୁଖ୍ୟ ଅସ୍ପଷ୍ଟ । ଏହା ନିୟମ ନା ନିୟମ ନୁହେଁ କହି ହେବ ନାହିଁ କହିଲେ ବିଏମସି କମିଶନର । ଏଯାଏଁ କୈାଣସି ନିଷ୍ପତ୍ତି ନେଇନୁ । ଆଗକୁ ଆଲୋଚନା ପରେ ନିଷ୍ପତ୍ତି ନେବୁ । ପାର୍କିଂ ବାବଦକୁ ଟଙ୍କା ନିଆଯିବା ଘଟଣା ବିଷୟରେ ଅବଗତ ଅଛୁ । ଏହାକୁ ନେଇ ଅନେକ ବିବାଦୀୟ ନିୟମ , କୋର୍ଟଙ୍କ ରାୟ ରହିଛି । କିଛି ଲୋକ ବି ପାର୍କିଂର ଅପବ୍ୟବହାର କରିବା ଦୃଷ୍ଟିକୁ ଆସିଛି । ବିଏମ୍ସି କମିସନର କହିଛନ୍ତି, କୌଣସି ନିର୍ଦ୍ଧିଷ୍ଟ ନିୟମ ମୁଁ ଜାଣି ନାହିଁ। ଏହାକୁ ନେଇ ଅନେକ ବିବାଦୀୟ ନିୟମ ଏବଂ ଜଜମେଣ୍ଟ ରହିଛି। ବିଭିନ୍ନ ରାଜ୍ୟରେ ଏହାକୁ ନେଇ ଭିନ୍ନଭିନ୍ନ ରାୟ ରହିଛି। କିଛି ଜାଗାରେ କଞ୍ଜୁମର କୋର୍ଟ, କିଛି ଜାଗାରେ ହାଇକୋର୍ଟ କିଛି ଜାଗାରେ ସୁପ୍ରିମକୋର୍ଟଙ୍କ ରାୟ ଏହା ଉପରେ ରହିଛି। ଏ ବାବଦରେ ବିଡ଼ିଏର ନିୟମ ରହିଛି ଓ କର୍ପୋରେସନ ମଧ୍ୟ କିଛି ରିଜୋଲ୍ୟୁସନ ଦେଇଛନ୍ତି। ଏ ସବୁ ଉପରେ ନଜର ଦେଇ ଆମେ ସନ୍ତୁଳନ ରଖିବୁ। ଯାହା ଏଫ୍ଆଇଆରରେ ନାହିଁ ତାହା ବ୍ୟବସାୟ ପାଇଁ ନୁହେଁ। ସେଠୁ ୧୦୦% ପାର୍କିଂ ଫି ନିଆଯାଇପାରିବ ନାହିଁ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ...

ADVERTISEMENT

Login