The Ultimate Managed Hosting Platform
ADVERTISEMENT

ମହାପ୍ରସାଦ ରେଟ ଚାଟ ଲାଗିବ : ମୁଖ୍ୟ ପ୍ରଶାସକ

Facebook
Twitter
LinkedIn

ପୁରୀ : ଆନନ୍ଦ ବଜାରରେ ମହାପ୍ରସାଦ ସେବନ ଓ ବିକ୍ରି ଉପରେ ଆଲୋଚନା ହୋଇଛି । ଆଗକୁ ରେଟ ଚାଟ ଲାଗିବାର ବ୍ୟବସ୍ଥା କରାଯିବ କହିଲେ ମୁଖ୍ୟ ପ୍ରଶାସକ । ଖଜା ଗୋଟିଏ ପାଶ୍ୱର୍ରେ , ମହାପ୍ରସାଦ ପାଇଁ ଅଲଗା ପାଶ୍ୱର୍ରେ ବ୍ୟବସ୍ଥା ହେବ । କେବଳ ଓମଫେଡ ଘିଅ ବ୍ୟବହାର ପାଇଁ ନିଦେ୍ର୍ଦଶ ରହିଛି । ଶୁଖୁଲି ଭୋଗ ଓ ମହାପ୍ରସାଦ ପାଇଁ ଅଲଗା ଅଲଗା ଦୋକାନରେ ବିତରଣ ସହ ସେବନ କରିବା ବ୍ୟବସ୍ଥା କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି ।
ସେପଟେ ଶ୍ରୀମନ୍ଦିରରେ ଓମଫେଡ୍ ଘିଅ ବ୍ୟବହାର ବ୍ୟତୀତ ଅନ୍ୟ ଘିଅ ବ୍ୟବହାର କଲେ ଦୃଢ କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ସୁଆରମହାସୁଆର ନିଯୋଗ ସହ ଶ୍ରୀମନ୍ଦିର ପ୍ରଶାସନର ଆଲୋଚନା ହୋଇଛି । ମହାପ୍ରଭୁଙ୍କ ନୀତିକାନ୍ତି ଶୃଙ୍ଖଳିତ ହେଲେ ଆନନ୍ଦବଜାରରେ ଶୃଙ୍ଖଳା ଆସିପାରିବ ବୋଲି ବୈଠକରେ ଆଲୋଚନା ହୋଇଥିଲା । ଦୈନିକ ୩୫ କୁଇଣ୍ଟାଲ କାଠ ଶ୍ରୀମନ୍ଦିରରେ ବ୍ୟବହୃତ ହେଉଥିବା ବେଳେ ଆଗକୁ ଏହାର ପର୍ୟ୍ୟାପ୍ତ ପରିମାଣ ପାଇଁ ମଧ୍ୟ ବୈଠକରେ ଆଲୋଚନା ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login