The Ultimate Managed Hosting Platform
ADVERTISEMENT

ମହାଷ୍ଟମୀ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ମହାଷ୍ଟମୀ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । ମାହାମାୟାଙ୍କ ମହାଷ୍ଟମୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ଜଗତଜନନୀ ମାଆ ଦୁର୍ଗା ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଆଣି ଦିଅନ୍ତୁ । ନବରାତ୍ରୀର ନବମ ଦିବସରେ ମାଆ ସିଦ୍ଧିଦାତ୍ରୀଙ୍କୁ କୋଟି କୋଟି ପ୍ରଣାମ ଜଣାଇଛନ୍ତି । ସମସ୍ତଙ୍କୁ ଅନନ୍ୟ, କୃପା ଓ ଦୟାରେ ଭରିଦେଉ ବୋଲି କହିଛନ୍ତି ମୋହନ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login