The Ultimate Managed Hosting Platform
ADVERTISEMENT

ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ

Facebook
Twitter
LinkedIn

ମାଲକାନଗିରି : ମାଲକାନଗିରି ଏସପିଙ୍କ ନିକଟରେ ମହିଳା ମାଓବାଦୀଙ୍କ ଆତ୍ମ ସମର୍ପଣ । ମହିଳା ମାଓବାଦୀ ପୁଙ୍ଗି ମାଢୀର ଆତ୍ମସମର୍ପଣ । ପୁଙ୍ଗି ମାଢୀ ଓଡିଶା ଓ ଛତିଶଗଡରେ ବହୁ ହିଂସାରେ ଜଡିତ ଥିଲା । ପୁଙ୍ଗିଙ୍କୁ ଧରାଇ ଦେବା ଲାଗି ଲକ୍ଷେ ଟଙ୍କା ପୁରସ୍କାର ଘୋଷଣା ହୋଇଥିଲା ।
ମାଲକାନଗିରି ଏସପିଙ୍କ ସୂଚନା ଅନୁଯାୟୀ, ଉଙ୍ଗି ମାଡଭିଙ୍କ ଘର ଛତିଶଗଡ଼ର ଦାନ୍ତେୱାଡ଼ା ଜିଲ୍ଲା ପିତଦଵା ଗାଁରେ। ସେ ୨୦୧୬ରେ ମାଓ ସଂଗଠନରେ ଯୋଗ ଦେଇଥିଲେ। ସଂଗଠନରେ ରହି ଛତିଶଗଡ଼ ଏବଂ ଓଡ଼ିଶାରେ ୨୧ରୁ ଅଧିକ ହିଂସାକାଣ୍ଡରେ ସାମିଲ ଥିଲେ। ଉଙ୍ଗିଙ୍କ ନାଁରେ ଓଡ଼ିଶା ସରକାର ଏକ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login