The Ultimate Managed Hosting Platform
ADVERTISEMENT

ମହୁମାଛି ଆକ୍ରମଣରେ ୧୪ ଆହତ

Facebook
Twitter
LinkedIn

ମୋହନା : ବାଘୁଆ ମହୁମାଛି ଆକ୍ରମଣରେ ୧୪ ଆହତ । ଅଡବା ଥାନା ଖାରିମେରା ଗାଁରେ ମହୁମାଛି ଆତଙ୍କ । ଗାଁ ପାଖ ଗଛ ମୂଳରେ ରୋଷେଇ କରୁଥିବା ବେଳେ ଆକ୍ରମଣ । ଆତଙ୍କ ମଧ୍ୟରେ ୬ ମହିଳା ଓ ୮ ପୁରୁଷ ଥିବା ସୂଚନା । ରୋଷେଇ କଲାବେଳେ ଆକ୍ରମଣ କରିଥିଲା ମହୁମାଛି । ସୂଚନା ଅନୁଯାୟୀ ଆଜି ସକାଳ ସମୟରେ ଗ୍ରାମର କିଛି ଲୋକ ନିକଟସ୍ଥ ଜଙ୍ଗଲ ମଧ୍ୟରୁ ଯାଇ ସେଠାରେ ଏକ ଗଛ ମୂଳେ ନିଆଁ ଲଗାଇବା ବେଳେ ଗଛରେ ବସା ବାନ୍ଧିଥିବା ଜଙ୍ଗଲୀ ମହୁମାଛି ସମସ୍ତଙ୍କୁ ଆକ୍ରମଣ କରିଥିଲା । ସମସ୍ତ ଆହାତଙ୍କୁ ଉଦ୍ଧାର କରି ମୋହନା ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ପ୍ରାଥମିକ ଚିକିତ୍ସା ପରେ ସମସ୍ତ ଆହତଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ସୂଚନା ଦେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login