The Ultimate Managed Hosting Platform
ADVERTISEMENT

ମହୁମାଛି ଆକ୍ରମଣରେ ୨୦ରୁ ଉଦ୍ଧ୍ୱର୍ ଶ୍ରଦ୍ଧାଳୁ ଆହତ

Facebook
Twitter
LinkedIn

ମୋହନା : ମହୁମାଛି ଆକ୍ରମଣରେ ୨୦ରୁ ଉଦ୍ଧ୍ୱର୍ ଶ୍ରଦ୍ଧାଳୁ ଆହତ । ମୋହନା ଥାନା ଚନ୍ଦ୍ରଗିରି ଶିବ ମନ୍ଦିରରେ ମହୁମାଛି ଆକ୍ରମଣ । ସମସ୍ତ ଆହତ ଚନ୍ଦ୍ରଗିରି ମେଡିକାଲରେ ଭର୍ତ୍ତି । ଆଜି ମହାବିଷୁବ ସଂକ୍ରାନ୍ତି ଥିବାରୁ କିଛି ଲୋକ ଚନ୍ଦ୍ରଗିରି ଶିବ ମନ୍ଦିରକୁ ଦର୍ଶନ ଲାଗି ଯାଇଥିଲେ। ଏତିକି ବେଳେ ମନ୍ଦିର ନିକଟରେ ଥିବା ଏକ ଗଛରୁ ଆସି ବାଘୁଆ ମହୁମାଛି ଭକ୍ତ ମାନଙ୍କୁ ଆକ୍ରମଣ କରିଥିଲେ। ମହୁମାଛି ଆକ୍ରମଣରେ ପ୍ରାୟ ୨୦ରୁ ଅଧିକ ଭକ୍ତ ଆହତ ହୋଇଛନ୍ତି । ସମସ୍ତ ଙ୍କ ସ୍ୱାସ୍ଥ୍ୟବସ୍ତା ସ୍ଥିର ଥିବା ମେଡିକାଲ କତୃପକ୍ଷ ସୂଚନା ଦେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login