ଚଣ୍ଡିଖୋଲ ; ଓଡିଶା ଭଗବାନ ସୂର୍ଯ୍ୟଦେବଙ୍କ ଭୂମି । ସମସ୍ତଙ୍କୁ ମାଗଣା ବିଜୁଳି ଦେବା ମୋଦିର ଗ୍ୟାରେଣ୍ଟି । ପିଏମ ସୂର୍ଯ୍ୟଘର ମୁକ୍ତ ବିଜୁଳି ଯୋଜନା ଆରମ୍ଭ କରାଯାଇଛି । ଘର ଛାତରେ ସୋଲାର ପ୍ୟାନେଲ ଲଗାଇ ବିଜୁଳି ଉତ୍ପାଦନ । ୩ ଶହ ୟୁନିଟ ପର୍ଯ୍ୟନ୍ତ ମାଗଣା ବିଜୁଳି ପାଇବେ ଉପଭୋକ୍ତା । ବଳକା ବିଜୁଳି ବିକି ଲାଭବାନ ହୋଇପାରିବେ ଉପଭୋକ୍ତା ।
ଚଣ୍ଡିଖୋଲ ସଭାରେ ଲୋକଙ୍କ ଉତ୍ସାହ ଦେଖି ଖୁସି ହେଲେ ମୋଦି । ଆପଣ ମାନଙ୍କ ଭଲପାଇବା ଦେଖି ମୁଁ ଅଭିଭୂତ ବୋଲି କହିଛନ୍ତି ମୋଦି । ପ୍ରଭୁ ଜଗନ୍ନାଥଙ୍କ କୃପା ବିନା ଏତେ ଭଲପାଇବା ମିଳିବନି ।
Views: 116











