ଭୁବନେଶ୍ୱର : ଖୋର୍ଦ୍ଧା ଜିଲ୍ଲାରେ ପାସ ହାର ସର୍ବାଧିକ । ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୯୭.୯୮ ପ୍ରତିଶତ ପାସ ହାର । ନୂଆପଡାରେ ସର୍ବନିମ୍ନ ୯୩.୯୧ ପ୍ରତିଶତ ପାସ ହାର । କଟକରେ ପାସ୍ ହାର ୯୭.୫୮% ରହିଥିବା ବେଳେ ଜଗତସିଂହପୁରରେ ୯୭.୬୦, କେନ୍ଦ୍ରାପଡ଼ାରେ ୯୫.୭୭, ଯାଜପୁରରେ ୯୫.୯୨, ଅନୁଗୋଳରେ ୯୬.୬୩, ଢେଙ୍କାନାଳରେ ୯୫.୧୨, ପୁରୀରେ ୯୬.୭୬, ନୟାଗଡ଼ରେ ୯୬.୨୩, ବାଲେଶ୍ୱରରେ ୯୬.୧, ଭଦ୍ରକରେ ୯୬.୭୩, କେନ୍ଦୁଝରରେ ୯୪.୮, ମୟୂରଭଞ୍ଜରେ ୯୫.୭, ଗଜପତିରେ ୯୭.୦୮, ଗଞ୍ଜାମରେ ୯୭.୦୬, ବୌଦ୍ଧରେ ୯୫.୪୯, କନ୍ଧମାଳରେ ୯୬.୬୦, କଳାହାଣ୍ଡିରେ ୯୫.୮୬, ନୂଆପଡ଼ାରେ ୯୩.୯୧, ବରଗଡ଼ରେ ୯୭.୬୪, ସମ୍ବଲପୁରରେ ୯୬.୭୩, ଦେବଗଡ଼ରେ ୯୬.୭୧, ଝାରସୁଗୁଡ଼ାରେ ୯୭.୨୮, ବଲାଙ୍ଗିରରେ ୯୪.୩୯, ସୁବର୍ଣ୍ଣପୁରରେ ୯୭.୧୧, ସୁନ୍ଦରଗଡ଼ରେ ୯୭.୨୪, କୋରାପୁଟରେ ୯୪.୮୨, ମାଲକାନଗିରିରେ ୯୫.୦୪, ନବରଙ୍ଗପୁରରେ ୯୪.୮୮ ଓ ରାୟଗଡ଼ାରେ ପାସ୍ ହାର ୯୬.୧୬% ରହିଛି। ରି ଚେକିଙ୍ଗ ପାଇଁ ମେ ୨୯ ରୁ ଜୁନ ୧୨ ପର୍ୟ୍ୟନ୍ତ ୧୫ ଦିନ ସମୟ ଦିଆଯାଇଛି । ବିଦ୍ୟାର୍ଥୀଙ୍କ ପରୀକ୍ଷା ଫଳ ଜନିତ ସମସ୍ତ ସମସ୍ୟାର ସମାଧାନ ପାଇଁ କାଉସିଲରଙ୍କୁ ନେଇ ଖୋଲାଯାଇଛି କଣ୍ଟ୍ରୋଲ ରୁମ। ଚଳିତବର୍ଷ ରାଜ୍ୟରେ ୫ ଲକ୍ଷ ୪୧ ହଜାର ବିଦ୍ୟାର୍ଥୀ ରେଗୁଲାର ମାଟ୍ରିକ ପରୀକ୍ଷା ଦେଇଛନ୍ତି । ଏଥିସହିତ ମାଧ୍ୟମା ଓ ପତ୍ର ବିନିମୟର ପରୀକ୍ଷା ରେଜଲ୍ଟ ମଧ୍ୟ ପ୍ରକାଶ ପାଇଛି ।
ମାଟ୍ରିକ ରେଜଲ୍ଟ; ଖୋର୍ଦ୍ଧାରେ ସର୍ବାଧିକ ନୂଆପଡାରେ ସର୍ବନିମ୍ନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











