The Ultimate Managed Hosting Platform
ADVERTISEMENT

ମାରି ରାସ୍ତାକଡରେ ଫିଙ୍ଗିଦେଲେ !

Facebook
Twitter
LinkedIn

ରାୟଗଡା : ରାସ୍ତା କଡରୁ ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର । ସାଇକ୍ରିୟା ନଗର ଲାଇନରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର । ମୃତକ ଏକ ହୋଟେଲେ କାମ କରୁଥିଲେ କାଲିଠୁ ନିଖୋଜ ଥିଲେ । ହତ୍ୟା ଅଭିଯୋଗ ଆଣିଲେ ମୃତକଙ୍କ ପରିବାର ଲୋକେ । ତେବେ କିଏ ଓ କାହିଁକି ମାରିଲା ତାହାର ତଦନ୍ତ ଆରମ୍ଭ କରିଛି ପୁଲିସ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

Login