The Ultimate Managed Hosting Platform
ADVERTISEMENT

ମାର୍ଚ୍ଚ ଆରମ୍ଭରୁ ରେକର୍ଡ ତାତି, ଝାରସୁଗୁଡାରେ ସର୍ବାଧିକ ୩୭ ଡିଗ୍ରୀ ସେଲସିୟସ

Facebook
Twitter
LinkedIn

ଭୁବନେଶ୍ୱର : ମାର୍ଚ୍ଚ ଆରମ୍ଭରୁ ରେକର୍ଡ ତାତି । ରାଜ୍ୟରେ ଉପର ମୁହାଁ ହେଲାଣି ପାରଦ। ୩୭ ଡିଗ୍ରୀ ପାର କଲା ତାପମାତ୍ରା । ଝାରସୁଗୁଡ଼ା ଓ ସମ୍ବଲପୁରରେ ଡହ ଡହ ତାତି। ଆଜି ଦିନ ସାଢେ ୨ଟା ସୁଦ୍ଧା ଝାରସୁଗୁଡ଼ାରେ ୩୭. ୮ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି । ସେହିପରି ହୋଇଛି । ସେପଟେ ସାଢେ ଦୁଇଟା ସୁଦ୍ଧା ରାଜଧାନୀରେ ୩୬ ଡିଗ୍ରୀ ଛୁଇଁଛି ତାପମାତ୍ରା । ଆଗାମୀ ୭ଦିନ ପାଇଁ ରାଜ୍ୟରେ ମୂଖ୍ୟତଃ ଶୁଖିଲା ପାଗ ରହିବ ବୋଲି ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ : ଅହମଦାବାଦ ରଥଯାତ୍ରାରେ ଘଟିଲା ଅଘଟଣ । ଡିଜେ ବାଜିବାରୁ ବେକାବୁ ହେଲା ହାତୀ । ଡିଜେର ପ୍ରଚଣ୍ଡ ଶବ୍ଦରେ ଅନିୟନ୍ତ୍ରିତ ହାତୀଟି ଏପଟ ସେପଟ...

Login