The Ultimate Managed Hosting Platform
ADVERTISEMENT

ମାର୍ଚ୍ଚ ୩୧ ସୁଦ୍ଧା ପୂରଣ ହେବ ସରକାରୀ ପଦବୀ

Facebook
Twitter
LinkedIn

ଭୁବନେଶ୍ୱର : ମାର୍ଚ୍ଚ ୩୧ ସୁଦ୍ଧା ପୂରଣ ହେବ ସରକାରୀ ପଦବୀ । ଆସନ୍ତା ୫ ବର୍ଷ ଭିତରେ ଦେଢଲକ୍ଷ ସରକାରୀ ପଦବୀରେ ନିଯୁକ୍ତି ଦେବେ ସରକାର । ଏ ନେଇ ଅଣ୍ଟା ଭିଡିଛନ୍ତି ମୋହନ ସରକାର । ୨ବର୍ଷ ମଧ୍ୟରେ ୬୫ହଜାର ସରକାରୀ ପଦବୀରେ ନିଯୁକ୍ତି ପାଇଁ ସ୍ଥିର ହୋଇଛି । ଏବେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ୧ଲକ୍ଷ ୧୦ହଜାର ୫୫୭ଟି ମୂଳପଦବୀ ଖାଲି ପଡ଼ିଛି । ତେବେ ଏହି ସବୁ ପଦବୀ ଭର୍ତ୍ତି କରିବା ପାଇଁ ପ୍ରକ୍ରିୟା ଜାରି ରଖିଛନ୍ତି ରାଜ୍ୟ ସରକାର । ଏହି ସମସ୍ତ ପଦବୀ ଯଥାଶୀଘ୍ର ପୂରଣ କରିବା ପାଇଁ ମାର୍ଚ୍ଚ ୩୧ତାରିଖ ସୁଦ୍ଧା ନିଯୁକ୍ତି ଆୟୋଗଗୁଡ଼ିକୁ ପ୍ରସ୍ତାବ ପଠାଇବାକୁ ବିଭାଗଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗତକାଲି ରାଜ୍ୟର ୩ଟି ନିଯୁକ୍ତି ଆୟୋଗର ଅଧ୍ୟକ୍ଷଙ୍କ ସହ ଆଲୋଚନା କରିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

Login