ଭୁବନେଶ୍ୱର : ମାର୍ଚ୍ଚ ୮ରେ ସୁଭଦ୍ରାର ନୂଆ ହିତାଧିକାରୀଙ୍କୁ ମିଳିବ ଟଙ୍କା । ଏକାବେଳେ ନୂଆ ହିତାଧିକାରୀଙ୍କୁ ମିଳିବ ୨ଟି କିସ୍ତା ଟଙ୍କା । ଏ ନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ତେବେ ଆଜିଠାରୁ ଆବେଦନ କରିପାରିବେ ନୂଆ ହିତାଧିକାରୀ । ମାସେ ଯାଏଁ ସୁଭଦ୍ରା ପୋର୍ଟାଲରେ କରିହେବ ଆବେଦନ । ପୂର୍ବରୁ ଯେଉଁ ମାନେ ଯୋଗ୍ୟ ହିତାଧିକାରୀ ଥିଲେ ସେମାନେ ମଧ୍ୟ ଆବେଦନ କରିପାରିବେ। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।
Views: 75











