The Ultimate Managed Hosting Platform
ADVERTISEMENT

ମାଲକାନଗିରିରେ ଖୋଲିଲା ଧାନ ମଣ୍ଡି

Facebook
Twitter
LinkedIn

ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ଖୋଲିଲା ଧାନ ମଣ୍ଡି । ଧାନ ମଣ୍ଡିକୁ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ଥଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ । ଚଳିତବର୍ଷ ମାଲକାନଗିରି ଜିଲ୍ଲାରୁ ୯ ଲକ୍ଷ ୨୪ ହଜାର କୁଇଣ୍ଟାଲ ଧାନ କିଣିବା ଲାଗି ରାଜ୍ୟ ସରକାର ସ୍ଥିର କରିଛନ୍ତି । ସମସ୍ତ ଧାନ ମଣ୍ଡିରେ ଲାଗିବ ସିସିଟିଭି । ମଣ୍ଡିରେ ଚାଷୀଙ୍କ ସାମନାରେ ମେସିନ ଭିତରେ ଧାନ ଟେଷ୍ଟ କରାଯିବ ଓ ଏହାର ରିପୋର୍ଟ ଉଭୟ ଚାଷୀ ଓ ମିଲ ମାଲିକଙ୍କୁ ଦିଆଯିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login