The Ultimate Managed Hosting Platform
ADVERTISEMENT

ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ

Facebook
Twitter
LinkedIn

ଢେଙ୍କାନାଳ: ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ । ଢେଙ୍କାନାଳ କମଳାଙ୍ଗ ଷ୍ଟେସନରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ। ଡୁବୁରି ଅଞ୍ଚଳରୁ ଏକ କୋଇଲା ଟ୍ରେନ୍ ତାଳଚେର ଆସୁଥିବା ବେଳେ କମଳାଙ୍ଗ ଷ୍ଟେସନରୁ କିଛି ଦୂର ଅତିକ୍ରମ କରିବା ପରେ ଲାଇନଚ୍ୟୁତ ହୋଇଥିଲା । ଖବର ପାଇ ରେଲୱେ ବିଭାଗର ସମସ୍ତ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ୟ୍ୟ ଆରମ୍ଭ କରିବା ସହିତ ତଦନ୍ତ ଆରମ୍ଭ କରିଛନ୍ତି । ପ୍ରଥମ ପର୍ୟ୍ୟାୟରେ ଟ୍ରେନ୍ ଚଳାଚଳ ଯେପରି ସ୍ଵାଭାବିକ ହୋଇପାରିବ ସେଥିପ୍ରତି ଧ୍ୟାନ ଦିଆଯାଇଛି । ଏଥିସହିତ ଟ୍ରେନ ଚାଳକଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି ରେଳ ବିଭାଗ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login