The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ନ ପାଳିବାରେ ରେକର୍ଡ-ସମୀର ମହାନ୍ତି

Facebook
Twitter
LinkedIn

ଭୁବନେଶ୍ୱର : ନବୀନଙ୍କ ୨୩ ବର୍ଷର ଶାସନକୁ ସମାଲୋଚନା କଲେ ସମୀର ମହାନ୍ତି । ୨ୟ ସର୍ବାଧିକ ଅବଧି ମୁଖ୍ୟମନ୍ତ୍ରୀ ହେବାର ରେକର୍ଡକୁ ନେଇ ପ୍ରତିକ୍ରିୟା । ୨୩ ବର୍ଷ ଶାସନରେ ପ୍ରତିଶ୍ରୁତି ପାଳନ ନ କରିବାରେ ରେକର୍ଡ କରିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରତିଶ୍ରୁତି ଦେବା ଓ ପାଳନ ନ କରିବାର ରେକର୍ଡ କରିଛନ୍ତି ମୁଖ୍ୟମନ୍ତ୍ରୀ । ଜଳସେଚନ, ଶୀତଳଭଣ୍ଡାର ପ୍ରତିଶ୍ରୁତି ପାଳନ ନ କରିବାର ରେକର୍ଡ । ଚାଷୀଙ୍କ ଆୟ ଦୁଇଗୁଣ , ଅପପୁଷ୍ଟି ଭଳି ପ୍ରତିଶ୍ରୁତି ପାଳନ ନ କରି ରେକର୍ଡ । ଜନପ୍ରତିନିଧିମାନେ ଜଣେ ସଚିବଙ୍କ ପାଇଁ ଚୈାକି ପକାଉଛନ୍ତି । ଚୈାକି ପକାଉଛନ୍ତି , ଲୋକ ଯୋଗାଡ କରୁଛନ୍ତି । ଏହା ବି ରେକର୍ଡ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login