The Ultimate Managed Hosting Platform
ADVERTISEMENT

ମୁନ୍ନା ଖାଁଙ୍କୁ ନିର୍ଭର ପ୍ରତିଶ୍ରୁତି ଦେଲେ ନବୀନ ପଟ୍ଟନାୟକ

Facebook
Twitter
LinkedIn

ଭୁବନେଶ୍ୱର : ବିଜେଡିର ବରିଷ୍ଠ ନେତା ମୁନ୍ନା ଖାଁଙ୍କୁ ନିର୍ଭର ପ୍ରତିଶ୍ରୁତି ଦେଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ। ସେ କହିଛନ୍ତି, ସଂଖ୍ୟାଲଘୁଙ୍କ ସ୍ବାର୍ଥ ଆମର ପ୍ରାଥମିକତା। ଦୁଇ ଦିନ ଭିତରେ ରାଜ୍ୟସଭାରେ ୱକଫ୍ ବିଲ୍ ସମର୍ଥନରେ ବିଜେଡିର କେତେକ ସାଂସଦ ଭୋଟ୍ ଦେବା ଘଟଣାର ସମାଧାନ କରିବି। ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ନେବାକୁ ଲାଗି ନେବି।ସୂଚନାଯୋଗ୍ୟ, ଆଜି ବହୁସଂଖ୍ୟକ ସଂଖ୍ୟାଲଘୁଙ୍କ ସହ ମୁନ୍ନା ଖାଁ ନବୀନ ନିବାସ ଯାଇ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଏଣେ ଭୁବନେଶ୍ୱର ଫେରି ସସ୍ମିତଙ୍କ ଉପରେ ଗର୍ଜିଛନ୍ତି ରାଜ୍ୟସଭା ସାଂସଦ ମୁନା ଖାଁ । ସେ କହିଥିଲେ, ସଂସଦୀୟ ଗଣତନ୍ତ୍ରରେ ସମର୍ଥନ କିମ୍ବା ବିରୋଧ କରାଯାଏ ନହେଲେ କକ୍ଷତ୍ୟାଗ ଭଳି ନିଷ୍ପତ୍ତି ନିଆଯାଏ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login