The Ultimate Managed Hosting Platform
ADVERTISEMENT

ମୁମ୍ବାଇ ଟ୍ରେନ ବ୍ଲାଷ୍ଟ : ସୁପ୍ରିମକୋର୍ଟଙ୍କ ରହିତାଦେଶ

Facebook
Twitter
LinkedIn

ମୁମ୍ବାଇ : ୨୦୦୬ ମୁମ୍ବାଇ ଟ୍ରେନ ବିସ୍ଫୋରଣ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ ରାୟ । ବମ୍ବେ ହାଇକୋର୍ଟଙ୍କ ରାୟ ପରେ ସୁପ୍ରିମକୋର୍ଟଙ୍କ ଅନ୍ତରୀଣ ରହିତାଦେଶ । ବମ୍ବେ ହାଇକୋର୍ଟଙ୍କ ଦ୍ୱାରା ୧୨ ଅଭିଯୁକ୍ତ ନିଦେ୍ର୍ଦାଷ ରାୟ ଉପରେ ରହିତାଦେଶ । ଏହାସହିତ ୧ ମାସ ଭିତରେ ଜବାବ ଦାଖଲ କରିବାକୁ ଆଦେଶ ଦେଇଛନ୍ତି । ବମ୍ବେ ହାଇକୋର୍ଟଙ୍କ ଆଦେଶ ପରେ ସୋମବାର ଦିନ ୧୨ ଜଣଙ୍କ ମଧ୍ୟରୁ ଦୁଇ ଅଭିଯୁକ୍ତ ନାଗପୁର ସେଣ୍ଟ୍ରାଲ ଜେଲରୁ ବାହାରିଛନ୍ତି ।
ସୋମବାର ଦିନ ହାଇକୋର୍ଟ ପକ୍ଷରୁ ନିଆଯାଇଥିବା ନିଷ୍ପତ୍ତିରେ ୧୨ ଜଣ ଅଭିଯୁକ୍ତକୁ ଠେସ୍ ପ୍ରମାଣ ନ ଥିବାରୁ ନିର୍ଦ୍ଦୋଷରେ ଖଲାସ କରିଦିଆଯାଇଥିଲା । ଏହି ନିଷ୍ପତ୍ତିକୁ ମହାରାଷ୍ଟ୍ର ସରକାରଙ୍କ ତରଫରୁ ଆପତ୍ତି ଉଠାଯାଇଥିଲା । ଏହା ବିରୋଧରେ ସୁପ୍ରିମକୋର୍ଟ ଯାଇଥିଲେ ମହାରାଷ୍ଟ୍ର ସରକାର। ମହାରାଷ୍ଟ୍ର ସରକାରଙ୍କ ତରଫରୁ ତୁଷାର ମେହେତା ସୁପ୍ରିମକୋର୍ଟଙ୍କୁ ତତ୍କାଳ ଶୁଣାଣି ପାଇଁ ଅପିଲ କରିଥିଲେ । ଏହି ମାମଲାରେ ଆଜି ଶୁଣାଣି କରାଯାଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ...

ADVERTISEMENT

Login