The Ultimate Managed Hosting Platform
ADVERTISEMENT

ମେ ୩ୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇପାରେ ଯୁକ୍ତ ୨ ପରୀକ୍ଷା ଫଳ

Facebook
Twitter
LinkedIn

ଭୁବନେଶ୍ୱର : ମେ ୩ୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ । ସୂଚନା ଦେଲେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ । ଆସନ୍ତା ୬ରେ ଯୁକ୍ତ ୨ ରେଜଲ୍ଟ ବାହାରିବା ନେଇ ପ୍ରଚାର ଗୁଜବ । ମେ ୧ ସୁଦ୍ଧା ଖାତା ଦେଖା ଶେଷ ହୋଇଛି, ପ୍ରକ୍ରିୟା ଚାଲିଛି । ନିର୍ଦ୍ଦିଷ୍ଟ ଭାବେ କେବେ ରେଜଲ୍ଟ ବାହାରିବ ଶୀଘ୍ର ଜଣାଇ ଦିଆଯିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login