The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ମେଡିକାଲ କଲେଜରେ ଭୟାବହ ଅଗ୍ନିକାଣ୍ଡ

Facebook
Twitter
LinkedIn

ମୟୁରଭଞ୍ଜ: ବାରିପଦା ମେଡିକାଲ କଲେଜରେ ଭୟାବହ ଅଗ୍ନିକାଣ୍ଡ। ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜର ତୃତୀୟ ମହଲା ଓଟି ରୁମରେ ଅଗ୍ନିକାଣ୍ଡ। ଖବର ପାଇଁ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇଥିଲେ। ପ୍ରାୟ ଅଧଘଣ୍ଟାର ପରିଶ୍ରମ ପରେ ନିଆଁକୁ ଆୟତ୍ତ କରିବାକୁ ସକ୍ଷମ ହୋଇଛନ୍ତି ଅଗ୍ନିଶମ କର୍ମଚାରୀ। ନିଆଁ ଲିଭିଯାଇଥିଲେ ମଧ୍ୟ ତୃତୀୟ ମହଲା ଧୁଆଁରେ ଭରି ରହିଛି। ତୃତୀୟ ମହଲାର ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...

ADVERTISEMENT
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...

Login