ୟୁପି : ସାବୁନ ଫ୍ୟାକ୍ଟ୍ରିରେ ବିସ୍ଫୋରଣ । ଉତ୍ତରପ୍ରଦେଶ ମେରଟରେ ସାବୁନ ଫ୍ୟାକ୍ଟ୍ରିରେ ଭୟଙ୍କର ବିସ୍ଫୋରଣ । ବିସ୍ଫୋରଣରେ ୪ ଜଣଙ୍କର ମୃତ୍ୟୁ ହୋଇଛି । ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ, ସଂପୂର୍ଣ୍ଣ ବିଲିଡିଂ ଭୁଶୁଡି ପଡିଛି । ଆହତଙ୍କୁ ସ୍ଥାନୀୟ ହସପିଟାଲରେ ଭର୍ତ୍ତି କରାଯାଇଛି । ଘଟଣା ବିଷୟରେ ସୂଚନା ପାଇଁ ପରେ ସ୍ଥାନୀୟ ପ୍ରଶାସନ ଟିମ୍ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାରକାର୍ୟ୍ୟ ଜାରି ରଖିଛି ।ଖବର ମୁତାବକ, ଲୋହିଆ ନଗରର ଏମ୍ ବ୍ଲକରେ ଥିବା ଏକ ସାବୁନ ଫ୍ୟାକ୍ଟ୍ରିରେ ଆଜି ସକାଳୁ ଭୟଙ୍କର ବିସ୍ଫୋରଣ ହୋଇଥିଲା । ଭୟଙ୍କର ବିସ୍ଫୋରଣରେ ବିଲିଡିଂ ଭୁଶୁଡି ପଡିଥିଲା । ବିସ୍ଫୋରଣ ସମୟ ରେ ଫ୍ୟାକ୍ଟ୍ରିରେ ୮ ଜଣ ଶ୍ରମିକ ରହିଥିଲେ । ଏହାଛଡା ୨ ଜଣ ଜେସିବି ଚାଳକ ରହିଥିଲେ । ସମସ୍ତଙ୍କୁ ହସପିଟାଲରେ ଆଡମିଟ୍ କରାଯାଇଥିଲା । ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟମାନେ ହସପିଟାଲରେ ଚିକିତ୍ସିତ ହେଉଛନ୍ତି । ଉଦ୍ଧାରକାର୍ୟ୍ୟ ପାଇଁ ଘଟଣାସ୍ଥଳରେ ଏନ୍ଡିଆରଏଫ୍ ଟିମ୍ ଉପସ୍ଥିତ ରହିଛି । ଅଗ୍ନିଶମ ବିଭାଗ ମଧ୍ୟ ଘଟଣାସ୍ଥଳରେ ଉପସ୍ଥିତ ରହିଛି ।
ମେରଟରେ ସାବୁନ ଫ୍ୟାକ୍ଟ୍ରିରେ ବିସ୍ଫୋରଣ , ୪ ଜଣଙ୍କ ମୃତ୍ୟୁ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







