ଭୁବନେଶ୍ୱର : ମୋକିମଙ୍କ ଚିଠି ପ୍ରସଙ୍ଗରେ କଂଗ୍ରେସ ବିଧାୟକ ଦଳ ନେତାଙ୍କ ପ୍ରତିକ୍ରିୟା । ଓଡିଶାରେ ବିବାଦ, ଦିଲ୍ଲୀରେ ସମାଧାନ ହେବ କହିଲେ ରାମଚନ୍ଦ୍ର କାଡାମ । ଓଡିଶା କଂଗ୍ରେସରେ ବିବାଦ ନେଇ ଦିଲ୍ଲୀ ନେତାଙ୍କ ସହ ଆଲୋଚନା ହେବ । କେନ୍ଦ୍ରୀୟ ନେତା ହସ୍ତକ୍ଷେପ କରିବେ , ଓଡିଶାରେ କଂଗ୍ରେସ ପାଇଁ ସୁଯୋଗ ଅଛି । ବିବାଦର ସମାଧାନ ହୋଇ କିଭଳି ସଂଗଠିତ ହୋଇ କାମ କରାଯିବ ଆଲୋଚନା ହେବ ।
Views: 127











